Advertisment

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ତାର ଉଗ୍ରରୂପ ଧାରଣ କରିଛି। ଇତି ମଧ୍ୟରେ ନୟାଗଡ ଜିଲ୍ଲାରେ ଦିନକୁ  କରୋନା କାୟାବିସ୍ତାର କରିବାରେ ଲାଗିଛି। ତେବେ ସଂକ୍ରମଣ ରୋକିବାକୁ ନୟାଗଡ଼ ସହର ୨ ଦିନ ସଟଡାଉନ୍ ଘୋଷଣା କରାଯାଇଛି। ଆସନ୍ତା ସୋମ ଓ ମଙ୍ଗଳବାର ନୟାଗଡ଼ ସହର ବନ୍ଦ କରାଯିବା ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ବନ୍ଦ ରହୁଥିବା ୨ ଦିନ ସାରା ସହରକୁ ବିଶୋଧନ କରାଯିବ। ଏହି ସମୟରେ ମେଡିସିନ୍ ଦୋକାନ ଖୋଲା ରହିବ। ଆଜି ନୟାଗଡ଼ରେ […]

ଅଦ୍ୟତନ ହୋଇଛି
ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

shutdown

Advertisment

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ତାର ଉଗ୍ରରୂପ ଧାରଣ କରିଛି। ଇତି ମଧ୍ୟରେ ନୟାଗଡ ଜିଲ୍ଲାରେ ଦିନକୁ  କରୋନା କାୟାବିସ୍ତାର କରିବାରେ ଲାଗିଛି। ତେବେ ସଂକ୍ରମଣ ରୋକିବାକୁ ନୟାଗଡ଼ ସହର ୨ ଦିନ ସଟଡାଉନ୍ ଘୋଷଣା କରାଯାଇଛି।

Advertisment

publive-imageଆସନ୍ତା ସୋମ ଓ ମଙ୍ଗଳବାର ନୟାଗଡ଼ ସହର ବନ୍ଦ କରାଯିବା ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ବନ୍ଦ ରହୁଥିବା ୨ ଦିନ ସାରା ସହରକୁ ବିଶୋଧନ କରାଯିବ। ଏହି ସମୟରେ ମେଡିସିନ୍ ଦୋକାନ ଖୋଲା ରହିବ।

ଆଜି ନୟାଗଡ଼ରେ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଛି। ଦିନକରେ ଓଡ଼ିଶାରେ ୪,୨୦୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪,୨୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୪୬ ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ