Advertisment

ଆଜି ଓ କାଲି ଉତ୍ତର ଓଡ଼ିଶାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ କାଳବୈଶାଖୀ ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏଭଳି ପାଗ ଲାଗି ରହିବ। ତେବେ ଗତକାଲି ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ଡିଗ୍ରୀ ଉପରେ ପାରଦ ରହିପାରେ […]

author-image
Jyotsnamayee Pradhan
undefined

thunder

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ କାଳବୈଶାଖୀ ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏଭଳି ପାଗ ଲାଗି ରହିବ।

Advertisment

ତେବେ ଗତକାଲି ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ଡିଗ୍ରୀ ଉପରେ ପାରଦ ରହିପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।

Advertisment
Advertisment