thunder
Advertisment
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାରେ କାଳବୈଶାଖୀ ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏଭଳି ପାଗ ଲାଗି ରହିବ।
Advertisment
ତେବେ ଗତକାଲି ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ଡିଗ୍ରୀ ଉପରେ ପାରଦ ରହିପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/thunder-12_1626759529.jpg)