Advertisment

କରୋନା କଟକଣା ଭିତରେ ଆଜିଠାରୁ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର: କୋଭିଡ୍ ଗାଇଡଲାଇନ ଭିତରେ ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। କରୋନା ପରଠାରୁ ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ମେଡିକାଲ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କରୋନା କଟକଣା ଭିତରେ କଲେଜ ଖୋଲାଯିବ। ମାସ୍କ, ସାନିଟାଇଜର୍, ସାମାଜିକ ଦୂରତାକୁ ମାନି କଲେଜ ଚାଲିବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ତେବେ କିଛି ଦିନ ତଳେ ମେଡିକାଲ୍ କଲେଜ ଖୋଲିବା […]

କରୋନା କଟକଣା ଭିତରେ ଆଜିଠାରୁ ଖୋଲିବ ମେଡିକାଲ କଲେଜ

2

Advertisment

ଭୁବନେଶ୍ୱର: କୋଭିଡ୍ ଗାଇଡଲାଇନ ଭିତରେ ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। କରୋନା ପରଠାରୁ ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ମେଡିକାଲ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

Advertisment

କରୋନା କଟକଣା ଭିତରେ କଲେଜ ଖୋଲାଯିବ। ମାସ୍କ, ସାନିଟାଇଜର୍, ସାମାଜିକ ଦୂରତାକୁ ମାନି କଲେଜ ଚାଲିବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ।

ତେବେ କିଛି ଦିନ ତଳେ ମେଡିକାଲ୍ କଲେଜ ଖୋଲିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇସାରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ