Advertisment

ଶ୍ରୀମନ୍ଦିର ବାହୁଡ଼ୁଛନ୍ତି ମହାପ୍ରଭୁ , କମ୍ପୁଛି ବଡ଼ଦାଣ୍ଡ

ପୁରୀ :  ଚାଲିଛି ମହାପ୍ରଭୁଙ୍କ ବାହୁଡା ଯାତ୍ରା । ଶ୍ରୀମନ୍ଦିର ଅଭିମୁଖେ ତିନି ରଥ। ବଡ଼ ଦାଣ୍ଡରେ ଭକ୍ତଙ୍କ ଗହଳି । ଭକ୍ତଙ୍କ ହରିବୋଲ ହୁଳହୁଳି , ଜୟ ଧ୍ୱନିରେ କମ୍ପୁଛି ବଡ଼ଦାଣ୍ଡ। ଭକ୍ତି ଓ ଆନନ୍ଦର ସହ ଆଜି ଅନୁଷ୍ଠିତ…

ଅଦ୍ୟତନ ହୋଇଛି
ଶ୍ରୀମନ୍ଦିର ବାହୁଡ଼ୁଛନ୍ତି ମହାପ୍ରଭୁ , କମ୍ପୁଛି ବଡ଼ଦାଣ୍ଡ

jagannath

Advertisment

ପୁରୀ :  ଚାଲିଛି ମହାପ୍ରଭୁଙ୍କ ବାହୁଡା ଯାତ୍ରା । ଶ୍ରୀମନ୍ଦିର ଅଭିମୁଖେ ତିନି ରଥ। ବଡ଼ ଦାଣ୍ଡରେ ଭକ୍ତଙ୍କ ଗହଳି । ଭକ୍ତଙ୍କ ହରିବୋଲ ହୁଳହୁଳି , ଜୟ ଧ୍ୱନିରେ କମ୍ପୁଛି ବଡ଼ଦାଣ୍ଡ। ଭକ୍ତି ଓ ଆନନ୍ଦର ସହ ଆଜି ଅନୁଷ୍ଠିତ ହେଉଛି ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା ଭାଇ-ଭଉଣୀଙ୍କୁ ଧରି ଜନ୍ମବେଦୀରୁ ନୀଳକନ୍ଦରକୁ ବାହୁଡିଲେ ମହାବାହୁ । ଶରଧାବାଲିରୁ ସିଂହଦ୍ୱାର ଅଭିମୁଖେ ଗଡ଼ିଲା ୩ ରଥ।publive-image

Advertisment

publive-image

publive-image

Rathyatra Right
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ