Advertisment

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଗସ୍ତ କରିବେ। ଏହି ଅବସରରେ ସେ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କୁ ପ୍ରୋତ୍ସାହିତ କରିବା ସହ ସଫଳ ମହିଳାମାନଙ୍କୁ ସମ୍ବର୍ଦ୍ଧିତ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ସମାବେଶରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ମହିଳାମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଏହି ସମାବେଶରେ  ୧୨,୨୫୦ ସ୍ୱୟଂ ସହାୟିକା ଗୋଷ୍ଠୀ ସମେତ ୯,୨୫୦ ନୂଆ ଗୋଷ୍ଠୀର ସଦସ୍ୟ ଯୋଗ ଦେବେ। […]

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ

naveen patnaik

Advertisment

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଗସ୍ତ କରିବେ। ଏହି ଅବସରରେ ସେ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କୁ ପ୍ରୋତ୍ସାହିତ କରିବା ସହ ସଫଳ ମହିଳାମାନଙ୍କୁ ସମ୍ବର୍ଦ୍ଧିତ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

Advertisment

ଏହି ସମାବେଶରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ମହିଳାମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏଥିସହ ଏହି ସମାବେଶରେ  ୧୨,୨୫୦ ସ୍ୱୟଂ ସହାୟିକା ଗୋଷ୍ଠୀ ସମେତ ୯,୨୫୦ ନୂଆ ଗୋଷ୍ଠୀର ସଦସ୍ୟ ଯୋଗ ଦେବେ। ପ୍ରତି ସଦସ୍ୟଙ୍କୁ ୩ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ