ଅଦ୍ୟତନ ହୋଇଛି
Advertisment
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୬୦ରେ ପହଞ୍ଚିଛି।
Advertisment
ଚିହ୍ନଟ ୩୭୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ ସେଣ୍ଟରରରୁ ୨୧୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧୬୨ ରହିଛି।
ସେହିପରି ୫ ମୃତକଙ୍କ ମଧ୍ୟରୁ କେନ୍ଦୁଝରରୁ ୨ଜଣ, ମୟୂରଭଞ୍ଜରୁ ଜଣେ, ମାଲକାନଗିରିରୁ ଜଣେ ଓ ନୂଆପଡ଼ାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Advertisment
Corona Updates In Odisha:
ଆହୁରି ପଢ଼ନ୍ତୁ:ଆଉ କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us