Advertisment

ଆଜି କର୍ଫ୍ୟୁ କୋହଳ

ଭୁବନେଶ୍ୱର: ରଜ ପାଇଁ ଆଜି ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ଆଜି ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗୁ ହେବ। ରଜ ପାଇଁ ଲୋକଙ୍କ କିଣାବିକାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଦୋକାନ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କରୋନା ମୁକାବିଲା ଲାଗି ଏବେ ରାଜ୍ୟରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଛି। କିନ୍ତୁ […]

author-image
Rajalaxmi Sahoo
ଆଜି କର୍ଫ୍ୟୁ କୋହଳ

curfew relaxation odisha

ଭୁବନେଶ୍ୱର: ରଜ ପାଇଁ ଆଜି ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ଆଜି ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗୁ ହେବ।

Advertisment

ରଜ ପାଇଁ ଲୋକଙ୍କ କିଣାବିକାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଦୋକାନ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

କରୋନା ମୁକାବିଲା ଲାଗି ଏବେ ରାଜ୍ୟରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଛି। କିନ୍ତୁ ପହିଲି ରଜ ରବିବାର ପଡ଼ୁଛି। ଶନିବାରଠାରୁ ପୁଣି ଆରମ୍ଭ ହେବ ଦୁଇଦିନିଆ ସଟ୍‌ଡାଉନ। ତେଣୁ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସଟ୍‌ଡାଉନ ପୂର୍ବ ରାତି ଅର୍ଥାତ୍‌   ଶୁକ୍ରବାର ରାତ୍ରୀକାଳୀନ କର୍ଫ୍ୟୁରେ ସାମାନ୍ୟ କୋହଳ କରିଛନ୍ତି ରାଜ୍ୟ ସରକାର।

Advertisment
OTV Khabar Covid19 Odisha Odisha News In Odia Corona Odisha Curfew In Odisha Curfew Relaxation In Odisha
Advertisment
Advertisment