/odishatv-khabar/media/post_attachments/uploadimage/library/16_9/16_9_0/rain-9_1625405808.jpg)
rain
ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ।
Advertisment
କେବଳ ବର୍ଷା ନୁହେଁ, ଓଡ଼ିଶା ଉପକୂଳରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।
୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)