gh
Advertisment
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଓ ୩ ତାରିଖରେ ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣି ଜାରି କରିଛି।
Advertisment
ଆସନ୍ତାକାଲି ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୩ ତାରିଖ ପାଇଁ ୬ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ। ଏହି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/gh_1626688799.jpg)