/odishatv-khabar/media/post_attachments/uploadimage/library/16_9/16_9_0/express_1626685432.jpg)
express
ବାଲେଶ୍ୱର : ବାଲେଶ୍ୱର ରୁପ୍ସା ଷ୍ଟେସନରେ ଅଟକି ରହିଛି ହାୱଡ଼ା-ଯଶୋବନ୍ତପୁର ଦୂରନ୍ତ ଏକ୍ସପ୍ରେସ। ଗୋଟିଏ ବଗିରୁ ଗ୍ୟାସ୍ ଟାଙ୍କି ଖସି ପଡ଼ିବାରୁ ଦୀର୍ଘ ୩ ଘଣ୍ଟା ଧରି ଏକ୍ସପ୍ରେସଟି ଅଟକି ରହିଛି।
Advertisment
ସୂଚନା ମୁତାବକ, ରୁପସା ନିକଟରେ ରେଳଧାରଣା କାମ ଚାଲିଥିବା ବେଳେ ଏହି ଅଘଟଣ ଘଟିଥିଲା। ଟ୍ରାକ୍ ସଜଡ଼ା କାମରେ ବ୍ୟବହୃତ ସରଞ୍ଜାମ ବାଜି ବଗିରୁ ଗ୍ୟାସ୍ ଟାଙ୍କି ଖସି ପଡିଥିଲା ଫଳରେ ହାୱଡ଼ା-ଯଶୋବନ୍ତପୁର ଦୂରନ୍ତ ଏକ୍ସପ୍ରେସ ୩ ଘଣ୍ଟା ଧରି ଅଟକି ରହିଛି। ଟ୍ରେନରେ ଯାତ୍ରା କରୁଥିବା ହଜାର ହଜାର ଯାତ୍ରୀ ଫସି ରହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)