truck
Advertisment
ସମ୍ବଲପୁର(ସଞ୍ଜୟ ଜେନା): ସମ୍ବଲପୁର ଶାସନ ଥାନା ପରମାଣପୁର ଧନୁଯାତ୍ରା ମୀନାବଜାରରେ ଘଟିଛି ଅଘଟଣ। ଆଜି ସକାଳୁ ରାସ୍ତା ପାର୍ଶ୍ୱର କିଛି ଅସ୍ଥାୟୀ ଦୋକାନ ଉପରେ ଏକ ଟ୍ରକ୍ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି।
Advertisment
ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୭ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଖବର ପାଇ ଶାସନ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଡ୍ରାଇଭରଙ୍କ ଫେରାର ଅଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/truck_1626690439.jpg)