Advertisment

ଟ୍ରକ-ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୨ ଡ୍ରାଇଭର ଜୀବନ୍ତ ଦଗ୍ଧ

ସମ୍ବଲପୁର  : ଜଳିଗଲେ ୨ ଡ୍ରାଇଭର। ଟ୍ରକ ଓ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁଇ ଗାଡ଼ିର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି।  ସମ୍ବଲପୁର ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଯୁଯୁମରା ନିକଟରେ ଘଟିଛି ଏ ମର୍ମନ୍ତୁଦ ଦୁର୍ଘଟଣା । ମିଳିଥିବା ସୂଚନା ମୁତାବକ, ଲୁହାପଥର ବୋଝେଇ ଟ୍ରକ ସହ ଗ୍ୟାସ୍ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ହେବା ପରେ ୨ଟି ଗାଡ଼ି ଘଟଣାସ୍ଥଳରେ ହିଁ ଜଳି ଯାଇଥିଲା । […]

author-image
Pradesh Pratyush
ଟ୍ରକ-ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୨ ଡ୍ରାଇଭର ଜୀବନ୍ତ ଦଗ୍ଧ

driver

ସମ୍ବଲପୁର  : ଜଳିଗଲେ ୨ ଡ୍ରାଇଭର। ଟ୍ରକ ଓ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁଇ ଗାଡ଼ିର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି।  ସମ୍ବଲପୁର ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଯୁଯୁମରା ନିକଟରେ ଘଟିଛି ଏ ମର୍ମନ୍ତୁଦ ଦୁର୍ଘଟଣା । ମିଳିଥିବା ସୂଚନା ମୁତାବକ, ଲୁହାପଥର ବୋଝେଇ ଟ୍ରକ ସହ ଗ୍ୟାସ୍ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ହେବା ପରେ ୨ଟି ଗାଡ଼ି ଘଟଣାସ୍ଥଳରେ ହିଁ ଜଳି ଯାଇଥିଲା । ଦୁର୍ଘଟଣାସ୍ଥଳରେ ହିଁ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Advertisment
Advertisment
Advertisment