Advertisment

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ ; ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ

ଯାଜପୁର  : ଯାଜପୁର ଜିଲ୍ଲା ଦଳା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ।  ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଗାଡ଼ିର ଡ୍ରାଇଭର ସମେତ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚାଳକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ଏଯାଏ ମିଳି ପାରିନାହିଁ। ସୂଚନା ମୁତାବକ […]

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ ; ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ

ambulance accident

Advertisment

ଯାଜପୁର  : ଯାଜପୁର ଜିଲ୍ଲା ଦଳା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ।  ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।

Advertisment

ଗାଡ଼ିର ଡ୍ରାଇଭର ସମେତ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚାଳକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ଏଯାଏ ମିଳି ପାରିନାହିଁ। ସୂଚନା ମୁତାବକ ଆମ୍ବୁଲାନ୍ସଟି ପାଣିକୋଇଲି ପଟୁ ଯାଜପୁର ରୋଡ୍ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ପୁଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ତଦନ୍ତ  କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ