Advertisment

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି। ଜଣେ ମୃତକ ବରଗଡ଼ ଜିଲ୍ଲାର ୭୬ ବର୍ଷୀୟ ବୃଦ୍ଧ ଓ ଅନ୍ୟ ଜଣେ ମୃତକ ଗଞ୍ଜାମ ଜିଲ୍ଲାର ୪୯ ବର୍ଷୀୟ ପୁରୁଷ। ଚିକିତ୍ସାଧୀନ ଅବସ୍ଥାରେ ଏମାନଙ୍କର ମୃତ୍ୟୁ ଘଟିଛି। ସେହିପରି ଆଉ ଜଣେ କରୋନା […]

author-image
Rajalaxmi Sahoo
ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

corona

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି।

Advertisment

ଜଣେ ମୃତକ ବରଗଡ଼ ଜିଲ୍ଲାର ୭୬ ବର୍ଷୀୟ ବୃଦ୍ଧ ଓ ଅନ୍ୟ ଜଣେ ମୃତକ ଗଞ୍ଜାମ ଜିଲ୍ଲାର ୪୯ ବର୍ଷୀୟ ପୁରୁଷ। ଚିକିତ୍ସାଧୀନ ଅବସ୍ଥାରେ ଏମାନଙ୍କର ମୃତ୍ୟୁ ଘଟିଛି।

ସେହିପରି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ସେ କରୋନା ଯୋଗୁ ନୁହେଁ ଅନ୍ୟ କାରଣ ଯୋଗୁ ପ୍ରାଣ ହରାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

Advertisment

publive-image

ଅନ୍ୟପକ୍ଷରେ, ରାଜ୍ୟରେ ଗୋଟିଏ ଦିନରେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

Covid-19 Odisha Odisha Corona News Covid19 Latest News Covid19 Death In Odisha
Advertisment
Advertisment