Advertisment

ରାସ୍ତାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

ଯାଜପୁର: ରାସ୍ତାରେ ଚାଲିଗଲା ଚାଲିଗଲା ମାମୁ-ଭଣଜାଙ୍କର ଜୀବନ। ଆଜି ଏମିତି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା କୁଆଖିଆ ଥାନା ଖରସ୍ରୋତା ପୋଲ ଉପରେ। ଯାଜପୁର ଜିଲ୍ଲାରେ ଘଟିଛି। କୁଆଖିଆ ଥାନା ମଧୁବନ ନଗୁଆଁ ଗାଁର ରାଜକିଶୋର ମହାନ୍ତି ନିଜର ଭଉଣୀ ଘର ଅଫସରପୁର ଗାଁକୁ ଦୁତିଆ ଓଷା ଭାର ନେଇ ଯାଉଥିଲେ। ସାଥୀରେ ଥିଲେ ଭଣଜା। ତେବେ ଖରସ୍ରୋତା ନଦୀ ବ୍ରିଜ ଉପରେ ଗୋଟିଏ ଟ୍ରକ ଉଭୟ ମାମୁ-ଭଣଜାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ […]

ରାସ୍ତାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

accident

Advertisment

ଯାଜପୁର: ରାସ୍ତାରେ ଚାଲିଗଲା ଚାଲିଗଲା ମାମୁ-ଭଣଜାଙ୍କର ଜୀବନ। ଆଜି ଏମିତି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା କୁଆଖିଆ ଥାନା ଖରସ୍ରୋତା ପୋଲ ଉପରେ। ଯାଜପୁର ଜିଲ୍ଲାରେ ଘଟିଛି। କୁଆଖିଆ ଥାନା ମଧୁବନ ନଗୁଆଁ ଗାଁର ରାଜକିଶୋର ମହାନ୍ତି ନିଜର ଭଉଣୀ ଘର ଅଫସରପୁର ଗାଁକୁ ଦୁତିଆ ଓଷା ଭାର ନେଇ ଯାଉଥିଲେ। ସାଥୀରେ ଥିଲେ ଭଣଜା।

Advertisment

ତେବେ ଖରସ୍ରୋତା ନଦୀ ବ୍ରିଜ ଉପରେ ଗୋଟିଏ ଟ୍ରକ ଉଭୟ ମାମୁ-ଭଣଜାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ମାମୁ ଓ ଭଣଜାର ମୃତ୍ୟୁ ଘଟିଥିଲା। ତେବେ ଦୁର୍ଘଟଣା କରିଥିବା ଟ୍ରକ୍‌ଟି ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛି। ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ କିଛି ସମୟ ପାଇଁ ରାସ୍ତା ଅବରୋଧ କରିଥିଲେ।

ତେବେ ଖବର ପାଇ ଖୁଆଖିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି ଶବ ବ୍ୟବଚ୍ଛେଦ ପାଇଁ ଯାଜପୁର ଟାଉନ ପଠାଇ ଦୁର୍ଘଟଣା କାରଣ ସମ୍ପର୍କରେ ତଦନ୍ତ ଜାରି ରଖିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ