ଅଦ୍ୟତନ ହୋଇଛି
aiims
Advertisment
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ଲାଗିବ ୨ଟି ECMO ମେସିନ। ଗୁରୁତର କୋଭିଡ ରୋଗୀ ଏବଂ ଅନ୍ୟାନ୍ୟ ଆଇସିୟୁ ରୋଗୀଙ୍କ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଲାଗିବ ECMO ମେସିନ୍। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ECMO ମେସିନ ଚଳିତମାସ ଶେଷ ସୁଦ୍ଧା ଲାଗିବ। ପରବର୍ତ୍ତୀ ସମୟରେ ଅନ୍ୟ ECMO ମେସିନ କାର୍ଯ୍ୟକ୍ଷମ ହେବ। ମେସିନ କିଣିବା ପାଇଁ ଅର୍ଡର ସରିଛି। ଖୁବ ଶୀଘ୍ର ଏହା ସ୍ଥାପନ ହେବ। ECMO ପରିଚାଳନା ପାଇଁ ଏମ୍ସ ଅଧତ୍କ ଟେକ୍ନିସିଆନ ନିଯୁକ୍ତ କରୁଛି। ଏବେ କିଛି ଅଧ୍ୟାପକଙ୍କୁ ମେସିନ ପରିଚାଳନା ତାଲିମ ଦିଆଯାଇଛି। ଏନେଇ ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/aiims_1623329826.jpg)