Advertisment

କେନ୍ଦ୍ରାପଡ଼ାରେ ପୁଣି ଦୁଇ ଗୋଷ୍ଠୀ ମୁହାଁମୁହିଁ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଆଜି ପୁଣି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାଳୀମନ୍ଦିର ଛକରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଦୁଇ ପକ୍ଷ ମଧ୍ୟରେ ଢେଲାପଥର ମାଡ଼ ହୋଇଥିବା ବେଳେ ପୁଲିସ୍‌ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଛି। ତେବେ ପୁଲିସ୍‌ର ହସ୍ତକ୍ଷେପ ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିବା ଜଣାପଡ଼ିଛି। ଗତକାଲି ସ୍ଥାନୀୟ ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

author-image
Rosalin Rath
କେନ୍ଦ୍ରାପଡ଼ାରେ ପୁଣି ଦୁଇ ଗୋଷ୍ଠୀ ମୁହାଁମୁହିଁ

k1

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଆଜି ପୁଣି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାଳୀମନ୍ଦିର ଛକରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି।

Advertisment

ସୂଚନା ଅନୁସାରେ, ଦୁଇ ପକ୍ଷ ମଧ୍ୟରେ ଢେଲାପଥର ମାଡ଼ ହୋଇଥିବା ବେଳେ ପୁଲିସ୍‌ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଛି। ତେବେ ପୁଲିସ୍‌ର ହସ୍ତକ୍ଷେପ ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିବା ଜଣାପଡ଼ିଛି।

ଗତକାଲି ସ୍ଥାନୀୟ ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

Advertisment
Advertisment
Advertisment