/odishatv-khabar/media/post_attachments/uploadimage/library/16_9/16_9_0/bbsr-89_1626758090.jpg)
bbsr
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଟଙ୍କାପାଣି ରୋଡରେ ଗୁଳିକାଣ୍ଡ ହୋଇଛି। ପାଣି ମାଗିବା ବାହାନା କରି ଏକ କଲ୍ୟାଣ ମଣ୍ଡପରେ ଡ୍ୟୁଟି କରୁଥିବା ସିକ୍ୟୁରିଟି ଗାର୍ଡ ଉପରକୁ ଦୁଇ ଜଣ ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଆହତ ସିକ୍ୟୁରିଟି ଗାର୍ଡଙ୍କ ନାଁ ଜ୍ଞାନେନ୍ଦ୍ର ମଲ୍ଲିକ। ତାଙ୍କ ପିଠି ଉପରି ଭାଗରେ ଗୁଳି ବାଜିଛି।
Advertisment
ଜ୍ଞାନେନ୍ଦ୍ରଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଗୁଳିକାଣ୍ଡର କାରଣ ଜଣାପଡ଼ି ନାହିଁ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)