/odishatv-khabar/media/post_attachments/uploadimage/library/16_9/16_9_0/tribal-guest_1626690652.jpg)
tribal guest
ଭୁବନେଶ୍ୱର : ଏଥର ଦିଲ୍ଲୀରେ ସାଧାରଣତନ୍ତ୍ର ଦିବସ ପରେଡ ଦେଖିବେ ଦୁଇ ଓଡ଼ିଆ ଆଦିବାସୀ ଅତିଥି। ସେମାନେ ହେଲେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ ଧାନଘେରା ଗ୍ରାମପଂଚାୟତର ହାତୀସହି ଗାଁର ଗଙ୍ଗାଧର ହେମ୍ବ୍ରମ ଓ ବେତନଟୀ ବ୍ଲକ ସନ୍ତରା ପଂଚାୟତ ହୁତାପୁର ଗାଁର ଜାପାନୀ ମାଝୀ ।
Advertisment
କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏହି ଦୁଇ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ଏମାନେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ଅଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)