/odishatv-khabar/media/post_attachments/uploadimage/library/16_9/16_9_0/drowning_1625090132.jpg)
drowning
ମାଲକାନଗିରି: ଭଉଣୀକୁ ବଞ୍ଚାଇବାକୁ ଯାଇ ପାଣି ଭିତରକୁ ଚାଲିଗଲା ଭଉଣୀ, କେହି ଫେରିଲେନି। ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ସଲିଳ ସମାଧି। ଏହି ଅଭାବନୀୟ ଘଟଣା ଘଟିଛି ମୋଟୁ ଥାନା ଅନ୍ତର୍ଗତ ମୁକାନପାଲି ଗାଁରେ।
Advertisment
ସୂଚନା ଅନୁସାରେ, ୨ ଝିଅଙ୍କୁ ସାଙ୍ଗରେ ନେଇ ମା ବିଲକୁ ଧାନ କାଟିବାକୁ ଯାଇଥିଲେ। ବିଲ ପାଖ ପୋଖରୀରେ ଖେଳିବା ବେଳେ ସାନ ଭଉଣୀ ବୁଡ଼ି ଯାଇଥିଲା। ସାନ ଭଉଣୀକୁ ଉଦ୍ଧାର କରିବାକୁ ଯାଇ ବଡ଼ ଭଉଣୀ ମଧ୍ୟ ବୁଡ଼ିଗଲା। ୨ ଭଉଣୀ ମଧ୍ୟରୁ ବଡ଼କୁ ୬ ହୋଇଥିବା ବେଳେ ସାନକୁ ୩ ବର୍ଷ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)