Advertisment

ଭଉଣୀକୁ ବଞ୍ଚାଇବାକୁ ଯାଇ ପାଣି ଭିତରକୁ ଚାଲିଗଲା ଭଉଣୀ

ମାଲକାନଗିରି: ଭଉଣୀକୁ ବଞ୍ଚାଇବାକୁ ଯାଇ ପାଣି ଭିତରକୁ ଚାଲିଗଲା ଭଉଣୀ, କେହି ଫେରିଲେନି।  ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ସଲିଳ ସମାଧି। ଏହି ଅଭାବନୀୟ ଘଟଣା ଘଟିଛି ମୋଟୁ ଥାନା ଅନ୍ତର୍ଗତ ମୁକାନପାଲି ଗାଁରେ। ସୂଚନା ଅନୁସାରେ, ୨ ଝିଅଙ୍କୁ ସାଙ୍ଗରେ ନେଇ ମା ବିଲକୁ ଧାନ କାଟିବାକୁ ଯାଇଥିଲେ। ବିଲ ପାଖ ପୋଖରୀରେ ଖେଳିବା ବେଳେ ସାନ ଭଉଣୀ ବୁଡ଼ି ଯାଇଥିଲା। ସାନ ଭଉଣୀକୁ ଉଦ୍ଧାର କରିବାକୁ ଯାଇ ବଡ଼ ଭଉଣୀ ମଧ୍ୟ ବୁଡ଼ିଗଲା। ୨ […]

ଭଉଣୀକୁ ବଞ୍ଚାଇବାକୁ ଯାଇ ପାଣି ଭିତରକୁ ଚାଲିଗଲା ଭଉଣୀ

drowning

Advertisment

ମାଲକାନଗିରି: ଭଉଣୀକୁ ବଞ୍ଚାଇବାକୁ ଯାଇ ପାଣି ଭିତରକୁ ଚାଲିଗଲା ଭଉଣୀ, କେହି ଫେରିଲେନି।  ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ସଲିଳ ସମାଧି। ଏହି ଅଭାବନୀୟ ଘଟଣା ଘଟିଛି ମୋଟୁ ଥାନା ଅନ୍ତର୍ଗତ ମୁକାନପାଲି ଗାଁରେ।

Advertisment

ସୂଚନା ଅନୁସାରେ, ୨ ଝିଅଙ୍କୁ ସାଙ୍ଗରେ ନେଇ ମା ବିଲକୁ ଧାନ କାଟିବାକୁ ଯାଇଥିଲେ। ବିଲ ପାଖ ପୋଖରୀରେ ଖେଳିବା ବେଳେ ସାନ ଭଉଣୀ ବୁଡ଼ି ଯାଇଥିଲା। ସାନ ଭଉଣୀକୁ ଉଦ୍ଧାର କରିବାକୁ ଯାଇ ବଡ଼ ଭଉଣୀ ମଧ୍ୟ ବୁଡ଼ିଗଲା। ୨ ଭଉଣୀ ମଧ୍ୟରୁ ବଡ଼କୁ ୬  ହୋଇଥିବା ବେଳେ ସାନକୁ ୩ ବର୍ଷ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ