ବାଲେଶ୍ୱର : ଡଙ୍ଗା ସହ ସେଲ୍ଫି ନେବା ବେଳେ ଭାସିଗଲେ ୨ ଜଣ ଯୁବକ। ବାଲେଶ୍ୱର ଚାନ୍ଦିପୁର ବେଳାଭୂମିରେ ଏହି ଅଘଟଣ ଘଟିଛି। ଦୁଇଜଣ ଯୁବକ ଡଙ୍ଗା ଭସାଇବା ପରେ ପାଣି ଭିତରେ ଏହାର ସେଲ୍ଫି ନେଉଥିଲେ।
ଏତିକି ବେଳେ ନିୟନ୍ତ୍ରଣ ହରାଇ ସମୁଦ୍ରରେ ଭାସିଯାଇଥିଲେ। ତେବେ ସେଠାରେ ଉପସ୍ଥିତ ଥିବା NDRF ଟିମ୍ ଉଭୟଙ୍କୁ ଉଦ୍ଧାର କରି କୂଳକୁ ଅାଣିଥିଲ।
https://youtu.be/TWYTxdCl_fs