Advertisment

ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ। ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଓ ଆୟୁଷ୍ମାନ ଭାରତ ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ। ଆୟୁଷ୍ମାନ ଭାରତ ଯୋଜନାରେ ରାଜ୍ୟର ୬୦ ଲକ୍ଷ ଲୋକ ଉପକୃତ ହେବେ ବୋଲି ସେ କହିଛନ୍ତି। ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଓ ଦୁର୍ଗମ ଅଞ୍ଚଳବାସୀଙ୍କୁ ଏହି ଯୋଜନା ସ୍ୱାସ୍ଥ୍ୟ ସୁବିଧା ଯୋଗାଇବା ସହ ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଦେଶର ସ୍ୱାସ୍ଥ୍ୟ କ୍ଷେତ୍ରରେ […]

ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

dharmendra-pradhan

Advertisment

ଭୁବନେଶ୍ୱର: ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ। ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଓ ଆୟୁଷ୍ମାନ ଭାରତ ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ। ଆୟୁଷ୍ମାନ ଭାରତ ଯୋଜନାରେ ରାଜ୍ୟର ୬୦ ଲକ୍ଷ ଲୋକ ଉପକୃତ ହେବେ ବୋଲି ସେ କହିଛନ୍ତି।

Advertisment

ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଓ ଦୁର୍ଗମ ଅଞ୍ଚଳବାସୀଙ୍କୁ ଏହି ଯୋଜନା ସ୍ୱାସ୍ଥ୍ୟ ସୁବିଧା ଯୋଗାଇବା ସହ ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଦେଶର ସ୍ୱାସ୍ଥ୍ୟ କ୍ଷେତ୍ରରେ ନୂଆ ବିପ୍ଳବ ଆଣିବ।

ଏହି ଯୋଜନା ଲାଗୁ ହେଲେ ଲୋକମାନେ କମ୍ ମୂଲ୍ୟରେ ସ୍ୱାସ୍ଥ୍ୟସେବା ପାଇପାରିବେ। ଏହାସହ ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ଆଇଡି ଦ୍ୱାରା ଯେକୌଣସି ସ୍ଥାନରେ ଲୋକେ ସେବା ପାଇପାରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ