Advertisment

ଭୁବନେଶ୍ୱରରୁ ୫୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ସେମାନଙ୍କ ମଧ୍ୟରୁ ୩୫୯ ଲୋକାଲ କେଶ ହୋଇଥିବାବେଳେ ୨୨୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଆଜି ୩୧୬ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 3rd […]

author-image
Abinash Pati
ଅଦ୍ୟତନ ହୋଇଛି
ଭୁବନେଶ୍ୱରରୁ ୫୮୦ ପଜିଟିଭ ଚିହ୍ନଟ

Untitled-1

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ସେମାନଙ୍କ ମଧ୍ୟରୁ ୩୫୯ ଲୋକାଲ କେଶ ହୋଇଥିବାବେଳେ ୨୨୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଆଜି ୩୧୬ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment

ଆଜି ସୁଦ୍ଧା ବିଏମସି ଅଞ୍ଚଳରେ ୧୧୮୫୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୪୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୨୫୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୪୫୪୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Advertisment
Advertisment
Advertisment