Journalist Ashutosh Mishra Photograph: (OTV)
Advertisment
ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ। ଆଶୁତୋଷ ମିଶ୍ରଙ୍କ ହୃଦଘାତରେ ପରଲୋକ ଘଟିଛି। ବରିଷ୍ଠ ସାମ୍ବାଦିକ ଆଶୁତୋଷଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି।
Advertisment
ତାଙ୍କର ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦଗତି କାମନା କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଆଶୁତୋଷ ମିଶ୍ରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/09/journalist-ashutosh-mishra-2026-03-09-15-14-06.jpg)