Advertisment

ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଉପରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ। ଉପରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ରେଲ ଭବନ ଅଡିଟୋରିୟମ୍‌ରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

vice

Advertisment

ଭୁବନେଶ୍ୱର: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଉପରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ।

Advertisment

ଉପରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ରେଲ ଭବନ ଅଡିଟୋରିୟମ୍‌ରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ