Advertisment

IIC ଙ୍କ ନିକଟରୁ କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ଜଳେଶ୍ୱର: ଜଳେଶ୍ୱର ନିଲମ୍ବିତ IIC ଧନେଶ୍ୱର ସାହୁଙ୍କ ନିକଟରୁ କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ତାଙ୍କ ନିକଟରୁ ମୋଟ ୧ କୋଟି ୧୧ ଲକ୍ଷ ୩୫ ହଜାରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ବେଆଇନ୍‌ ସମ୍ପତ୍ତି ଜବତ କରିବାକୁ ଧନେଶ୍ୱରଙ୍କ ସମ୍ପର୍କୀୟଙ୍କ ଘର ସମେତ ମୋଟ ୭ଟି ସ୍ଥାନରେ ରେଡ୍ କରାଯାଇଥିଲା। ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର୍ସ ସହିତ କଟକ […]

IIC ଙ୍କ ନିକଟରୁ କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କଲା ଭିଜିଲାନ୍ସ

VIGILANCE

Advertisment

ଜଳେଶ୍ୱର: ଜଳେଶ୍ୱର ନିଲମ୍ବିତ IIC ଧନେଶ୍ୱର ସାହୁଙ୍କ ନିକଟରୁ କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କଲା ଭିଜିଲାନ୍ସ।

Advertisment

ତାଙ୍କ ନିକଟରୁ ମୋଟ ୧ କୋଟି ୧୧ ଲକ୍ଷ ୩୫ ହଜାରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିଲା।

ବେଆଇନ୍‌ ସମ୍ପତ୍ତି ଜବତ କରିବାକୁ ଧନେଶ୍ୱରଙ୍କ ସମ୍ପର୍କୀୟଙ୍କ ଘର ସମେତ ମୋଟ ୭ଟି ସ୍ଥାନରେ ରେଡ୍ କରାଯାଇଥିଲା।

Advertisment

ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର୍ସ ସହିତ କଟକ ଓ ଭୁବନେଶ୍ୱରରେ ରେଡ୍ କରାଯାଇଥିଲା। ପୂର୍ବରୁ ଡ୍ରଗ୍ସ ମାଫିଆ ଲିଙ୍କ୍‌ରେ ନିଲମ୍ବିତ ହୋଇଛନ୍ତି ଧନେଶ୍ୱର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ