ଅଦ୍ୟତନ ହୋଇଛି
vigillance
Advertisment
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀର ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଆଜି ସକାଳେ ଏହି ଚଢ଼ଉ କରାଯାଇଛି।
Advertisment
ପ୍ରଶାନ୍ତଙ୍କ ପୁରୀ ଅଫିସ, ଭଡ଼ାଘର, ଢେଙ୍କାନାଳରେ ଥିବା ଶ୍ୱଶୁର ଘର, ବାଲିଅନ୍ତା ସିସିଲୋରେ ଥିବା ନିଜ ପୈତୃକ ଘର, ଭୁବନେଶ୍ୱର ମହାଭୋଇ ନଗରରେ ଥିବା ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଏହି ଚଢାଉରେ ଭିଜିଲାନ୍ସର ୫ଟି ଟିମ ସାମିଲ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/vigillance_1625470242.jpg)