Vigilance Raid Photograph: (OTV)
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ଜଗତସିଂହପୁର ବନ ବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସ ଭବନ ଓ ସରକାରୀ କାର୍ଯ୍ୟାଳୟ ସମେତ ଏକା ସଙ୍ଗରେ ୪ଟି ସ୍ଥାନରେ ରେଡ୍ କରିଛି ଦୁର୍ନୀତି ନିବାରଣ ବିଭାଗ ଟିମ୍।
ତିର୍ତ୍ତୋଲ ଥାନା ସାମନ୍ତରାୟପୁର ଗାଁ ସ୍ଥିତ ପୈତୃକ ବାସଭବନରେ ବି ଚଢାଉ ହୋଇଛି। ରେଡ୍ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସ ବୁକ, ସୁନା ଗହଣା ଓ ନଗଦ ଟଙ୍କା ଜବତ ହୋଇଛି। ଏବେ ବି ଚଢ଼ାଉ ଜାରି ରହିଛି।
• ରେଞ୍ଜରଙ୍କ ଘରେ ରେଡ୍
• ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍
• ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ
• ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍
• ସଦର ଥାନା ଚାଟରା ସ୍ଥିତ ଘର ସମେତ ୪ଟି ସ୍ଥାନରେ ରେଡ୍
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/20/vigilance-raid-2025-12-20-09-51-27.jpg)