Advertisment

ଗାଁ ସମ୍ପାଦକଙ୍କ ଘର ଉପରକୁ ବୋମାମାଡ଼

ଖୋର୍ଦ୍ଧା: ଖୋର୍ଦ୍ଧା ଗୁରୁଜଙ୍ଗରେ ବୋମାମାଡ଼। ଗତକାଲି ବିଳମ୍ବିତ ରାତିରେ ଗାଁ କମିଟି ସମ୍ପାଦକ ଜିତେନ୍ଦ୍ର ସାହୁଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ନେଇ ଅଭିଯୋଗ ହୋଇଛି। ବୋମାମାଡ଼ରେ ସେଭଳି ବଡଧରଣର କୌଣସି କ୍ଷୟକ୍ଷତି ହୋଇନି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ଘର ଉପରେ ବୋମାମାଡ କରାଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଜିତେନ୍ଦ୍ର।  ୬ ଜଣଙ୍କ ନାଁରେ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ଛାନଭିନ୍‌ ଆରମ୍ଭ କରିଛି।

author-image
Mahasweta Baral
ଗାଁ ସମ୍ପାଦକଙ୍କ ଘର ଉପରକୁ ବୋମାମାଡ଼

khurda

ଖୋର୍ଦ୍ଧା: ଖୋର୍ଦ୍ଧା ଗୁରୁଜଙ୍ଗରେ ବୋମାମାଡ଼। ଗତକାଲି ବିଳମ୍ବିତ ରାତିରେ ଗାଁ କମିଟି ସମ୍ପାଦକ ଜିତେନ୍ଦ୍ର ସାହୁଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ନେଇ ଅଭିଯୋଗ ହୋଇଛି।

Advertisment

ବୋମାମାଡ଼ରେ ସେଭଳି ବଡଧରଣର କୌଣସି କ୍ଷୟକ୍ଷତି ହୋଇନି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ଘର ଉପରେ ବୋମାମାଡ କରାଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଜିତେନ୍ଦ୍ର।  ୬ ଜଣଙ୍କ ନାଁରେ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ଛାନଭିନ୍‌ ଆରମ୍ଭ କରିଛି।

Advertisment
Advertisment