khurda
Advertisment
ଖୋର୍ଦ୍ଧା: ଖୋର୍ଦ୍ଧା ଗୁରୁଜଙ୍ଗରେ ବୋମାମାଡ଼। ଗତକାଲି ବିଳମ୍ବିତ ରାତିରେ ଗାଁ କମିଟି ସମ୍ପାଦକ ଜିତେନ୍ଦ୍ର ସାହୁଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ନେଇ ଅଭିଯୋଗ ହୋଇଛି।
Advertisment
ବୋମାମାଡ଼ରେ ସେଭଳି ବଡଧରଣର କୌଣସି କ୍ଷୟକ୍ଷତି ହୋଇନି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ଘର ଉପରେ ବୋମାମାଡ କରାଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଜିତେନ୍ଦ୍ର। ୬ ଜଣଙ୍କ ନାଁରେ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ଛାନଭିନ୍ ଆରମ୍ଭ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/khurda-1_1625492192.jpg)