ସମ୍ବଲପୁର: କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବୁର୍ଲାର ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବ। ଏଥିପାଇଁ ୩ ଦିନ ବନ୍ଦ ରହିବ ଭିସୁଟ୍ VSSUT (Veer Surendra Sai University of Technology)।
Advertisment
ପୂର୍ବଭଳି ଶନିବାର ଓ ରବିବାର ଭିସୁଟ୍ ବନ୍ଦ ରହିବ। ଏହାବ୍ୟତୀତ ଆସନ୍ତା ୧୨ ତାରିଖ ସୋମବାର ମଧ୍ୟ ବନ୍ଦ ରହିବ ଭିସୁଟ୍।
ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବା ନିମନ୍ତେ ମୋଟ ୩ ଦିନ ପାଇଁ ଭିସୁଟ୍ ବନ୍ଦ ରହିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ପୂର୍ବଭଳି ଅନ୍ଲାଇନ୍ରେ କିନ୍ତୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରିବେ ଅଧ୍ୟାପକ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)