Advertisment

ପୋଲ ଉପରେ ଆଣ୍ଠୁଏ ପାଣି, ଯାତାୟତ ଠପ୍

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ମହଦା-ବାବୁପାଲି ରାସ୍ତା ମଝିରେ ଥିବା ପୋଲ ଉପରେ ବୋହୁଛି ଆଣ୍ଠୁଏ ଉଚ୍ଚର ପାଣି। ଫଳରେ ସେଠାରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଗତ ଦୁଇଦିନ ହେଲା ତୁହାକୁ ତୁହା ବର୍ଷା ଲାଗି ରହିଛି I ଯେଉଁଥିପାଇଁ ଏହି ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ଠପ ହୋଇଯାଇଛି। ଏହି ରାସ୍ତାଦେଇ ଦୈନିକ ଶହଶହ ଲୋକ ଯିବାଆସିବା କରିଥାନ୍ତି। ପ୍ରତ୍ୟେକ ବର୍ଷ ଏହି ପୋଲ ଉପରେ ବର୍ଷାପାଣି ପ୍ରବାହିତ […]

author-image
Ranjeet Kumar Jena
ପୋଲ ଉପରେ ଆଣ୍ଠୁଏ ପାଣି, ଯାତାୟତ ଠପ୍

binika

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ମହଦା-ବାବୁପାଲି ରାସ୍ତା ମଝିରେ ଥିବା ପୋଲ ଉପରେ ବୋହୁଛି ଆଣ୍ଠୁଏ ଉଚ୍ଚର ପାଣି। ଫଳରେ ସେଠାରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଗତ ଦୁଇଦିନ ହେଲା ତୁହାକୁ ତୁହା ବର୍ଷା ଲାଗି ରହିଛି I ଯେଉଁଥିପାଇଁ ଏହି ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ଠପ ହୋଇଯାଇଛି।

Advertisment

ଏହି ରାସ୍ତାଦେଇ ଦୈନିକ ଶହଶହ ଲୋକ ଯିବାଆସିବା କରିଥାନ୍ତି। ପ୍ରତ୍ୟେକ ବର୍ଷ ଏହି ପୋଲ ଉପରେ ବର୍ଷାପାଣି ପ୍ରବାହିତ ହେଉଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବା ସହ ଯିବା ଆସିବା ସମ୍ପୂର୍ଣ ଭାବେ ବନ୍ଦ ହୋଇ ଯାଇଥାଏ I

ହେଲେ ସୁବର୍ଣ୍ଣପୁର ଜିଲ୍ଲାରେ ଓଡିଶା ସରକାରଙ୍କ ଦୁଇ ଦୁଇ ଜଣ ମନ୍ତ୍ରୀ ଥିଲେ ବି ଏଇ ରାସ୍ତା ସମସ୍ୟାର ସମାଧାନ ହୋଇ ନଥିବା ଅତ୍ୟନ୍ତ ପରିତାପର ବିଷୟI

Advertisment
Advertisment
Advertisment