Advertisment

ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୁଣି ପାଗରେ ପରିବର୍ତ୍ତନ । ଶୀତ, ବର୍ଷା, ଶୀତ ପରେ ପୁଣି ପାଗ କୋହଲା । ପାଣିପାଗ ବିଭାଗର ସୂଚନା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ।  ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ତରଫର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୁଳ, ନୟାଗଡ଼, କଟକ, ଦେବଗଡ଼, […]

author-image
Pradesh Pratyush
ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

weather

ଭୁବନେଶ୍ୱର : ପୁଣି ପାଗରେ ପରିବର୍ତ୍ତନ । ଶୀତ, ବର୍ଷା, ଶୀତ ପରେ ପୁଣି ପାଗ କୋହଲା । ପାଣିପାଗ ବିଭାଗର ସୂଚନା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ।  ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ତରଫର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଆଜି ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୁଳ, ନୟାଗଡ଼, କଟକ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Advertisment
Advertisment