Advertisment

Panchayat Elections on the Horizon? କେବେ ହେବ ପଞ୍ଚାୟତ ନିର୍ବାଚନ ? ବିଧାନସଭାରେ କହିଲେ ମନ୍ତ୍ରୀ

ଆଗୁଆ ହେବନି ପଞ୍ଚାୟତ ନିର୍ବାଚନ। ଫେବ୍ରୁଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବ ନାହିଁ ପଂଚାୟତ ନିର୍ବାଚନ। ଗୃହରେ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବ ।

Panchayat Election

Panchayat Election Photograph: (OTV)

Advertisment

ଆଗୁଆ ହେବନି ପଞ୍ଚାୟତ ନିର୍ବାଚନ। ଫେବ୍ରୁଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବ ନାହିଁ ପଂଚାୟତ ନିର୍ବାଚନ। ଗୃହରେ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି। ଫେବ୍ରୁଆରୀ ୨୦୨୭ ପୂର୍ବରୁ ପଂଚାୟତ ନିର୍ବାଚନ କରିବା ପାଇଁ ନିଷ୍ପତ୍ତି ହୋଇନି। ବିଧାନସଭାରେ ଲିଖିତ ଉତ୍ତର ରଖି ଏହା କହିଛନ୍ତି ରାଜ୍ୟ ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ  ନାୟକ...

Advertisment

ନିର୍ବାଚନ ପୂର୍ବରୁ ହେବ ନାହିଁ ପଂଚାୟତ କି ବ୍ଲକ୍ ପୁନର୍ଗଠନ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ। ୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଂଚାୟତ କି ବ୍ଲକ୍ ପୁନର୍ଗଠନ। ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ଏହି ନିଷ୍ପତ୍ତି ନିଆଯାଇଛି। ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାୟକ...

ଆଗୁଆ ହେବନି ପଞ୍ଚାୟତ ନିର୍ବାଚନ: ମନ୍ତ୍ରୀ

ଫେବ୍ରୁଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବ ନାହିଁ ପଂଚାୟତ ନିର୍ବାଚନ
ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ବୋଲି ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସୂଚନା
ଫେବ୍ରୁଆରୀ ୨୦୨୭ ପୂର୍ବରୁ ପଂଚାୟତ ନିର୍ବାଚନ କରିବା ପାଇଁ ନିଷ୍ପତ୍ତି ହୋଇନି
ବିଧାନସଭାରେ ଲିଖିତ ଉତ୍ତର ରଖି କହିଛନ୍ତି ରାଜ୍ୟ ପଂଚାୟତିରାଜ ମନ୍ତ୍ରୀ

Advertisment
Odisha Assembly Panchayat Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ