Advertisment

ନିଆଁରେ ପୋଡ଼ି ହୋଇ ମହିଳା ଗୁରୁତର

ବାଲେଶ୍ୱର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋରର ମୂଳେଶ୍ୱର ଗାଁରେ ଅଗ୍ନିକାଣ୍ଡ। ନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲ ନିଆଯାଇଛି। ମହିଳା ଜଣକ ଠାକୁର ପୂଜା କରୁଥିବା ସମୟରେ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯିବାରୁ ସେ ବାହାରକୁ ଆସି ପାରି ନଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ନିଆଯାଇଥିଲା। ଅଗ୍ନିକାଣ୍ଡରେ ୩ ବଖରା ଘର ଜଳିଯାଇଥିବା […]

ନିଆଁରେ ପୋଡ଼ି ହୋଇ ମହିଳା ଗୁରୁତର

women

Advertisment

ବାଲେଶ୍ୱର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋରର ମୂଳେଶ୍ୱର ଗାଁରେ ଅଗ୍ନିକାଣ୍ଡ। ନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲ ନିଆଯାଇଛି।

Advertisment

ମହିଳା ଜଣକ ଠାକୁର ପୂଜା କରୁଥିବା ସମୟରେ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯିବାରୁ ସେ ବାହାରକୁ ଆସି ପାରି ନଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ନିଆଯାଇଥିଲା।

ଅଗ୍ନିକାଣ୍ଡରେ ୩ ବଖରା ଘର ଜଳିଯାଇଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ