Advertisment

Hostel Food Safety Under Question: ହଷ୍ଟେଲ ଖାଦ୍ୟରୁ ପୋକ; ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ। ହଷ୍ଟେଲ ଅଧୀକ୍ଷକଙ୍କୁ ଜଣାଇଲେ ବି ସୁଫଳ ମିଳୁନଥିବାରୁ ଅଶାନ୍ତି। ଏନେଇ କଲେଜ ଅଧ୍ୟକ୍ଷଙ୍କୁ ଅଭିଯୋଗ କଲେ +୨ ଛାତ୍ରୀ

Hostel Food Safety Under Question

ହଷ୍ଟେଲ ଖାଦ୍ୟରୁ ପୋକ Photograph: (OTV)

Advertisment

ବିଜେପି ଜୁନିୟର କଲେଜର ହଷ୍ଟେଲ ଖାଦ୍ୟରେ ପୋକ। ଏହାକୁ ନେଇ ଦେଖାଦେଇଛି ଛାତ୍ରୀ ଅଶାନ୍ତି। ଭୁବନେଶ୍ୱର BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। 
ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ କରିଛନ୍ତି ଛାତ୍ରୀ। ହଷ୍ଟେଲ ଅଧୀକ୍ଷକଙ୍କୁ ଜଣାଇଲେ ବି ସୁଫଳ ମିଳୁନଥିବାରୁ ଅଶାନ୍ତି ଦେଖାଦେଇଛି। ଏନେଇ କଲେଜ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଛନ୍ତି +୨ ଛାତ୍ରୀ।

Advertisment

  • ଭୁବନେଶ୍ୱର BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ
  • ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ
  • ହଷ୍ଟେଲ ଅଧୀକ୍ଷକଙ୍କୁ ଜଣାଇଲେ ବି ସୁଫଳ ମିଳୁନଥିବାରୁ ଅଶାନ୍ତି
  • ଏନେଇ କଲେଜ ଅଧ୍ୟକ୍ଷଙ୍କୁ ଅଭିଯୋଗ କଲେ +୨ ଛାତ୍ରୀ
Odisha News BJB College Student Protest
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ