/odishatv-khabar/media/post_attachments/uploadimage/library/16_9/16_9_0/kjr-1_1626759540.jpg)
kjr
ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ ଡୁଡୁଗାଁରେ ତୀରମାଡ଼ରେ ଜଣେ ଯୁବକ ଆହତ ହୋଇଛନ୍ତି। ତାଙ୍କ ନାଁ ମୁନା ବେହେରା।
Advertisment
ମୁନାଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ତୀରମାଡ଼ର କାରଣ ଜଣା ପଡ଼ି ନଥିବାବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)