/odishatv-khabar/media/post_attachments/uploadimage/library/16_9/16_9_0/bls-12_1626758975.jpg)
bls
ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗତ ସୋମବାର ଘରେ ପଞ୍ଚୁଦୋଳ ଉତ୍ସବ ଚାଲିଥିବା ବେଳେ ନାବାଳିକାଙ୍କୁ ଘରୁ ଉଠାଇନେଇ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
Advertisment
ଏହି ଘଟଣାର ଦୁଇ ଦିନ ପରେ ପୀଡ଼ିତାଙ୍କ ମାଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ଶିଳ୍ପାଞ୍ଚଳ ଥାନା ପୁଲିସ୍ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)