Advertisment

ପୋଖରୀରେ ବୁଡ଼ିଗଲେ ଝାଡଖଣ୍ଡି ଯୁବକ

ବେଲପାହାଡ଼: ବେଲପାହାଡ଼ ପୌରାଞ୍ଚଳ କଦଳୀପିଟା ଗାଁ ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଝାଡ଼ଖଣ୍ଡର ମହମ୍ମଦ ରସିଦ । ସେ ବେଲପାହାଡ଼ସ୍ଥିତ ନିଜ ଭିଣୋଇଙ୍କ ଘରକୁ ଆସିଥିଲେ । ଗାଧୋଇବା ଲାଗି ପୋଖରୀକୁ ଯାଇଥିବା ବେଳେ  ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ିଯାଇଥିଲେ । ଗ୍ରାମବାସୀ ଯୁବକଙ୍କ ମୃତଦେହ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ । ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ […]

ପୋଖରୀରେ ବୁଡ଼ିଗଲେ ଝାଡଖଣ୍ଡି ଯୁବକ  

deat

Advertisment

ବେଲପାହାଡ଼: ବେଲପାହାଡ଼ ପୌରାଞ୍ଚଳ କଦଳୀପିଟା ଗାଁ ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଝାଡ଼ଖଣ୍ଡର ମହମ୍ମଦ ରସିଦ । ସେ ବେଲପାହାଡ଼ସ୍ଥିତ ନିଜ ଭିଣୋଇଙ୍କ ଘରକୁ ଆସିଥିଲେ । ଗାଧୋଇବା ଲାଗି ପୋଖରୀକୁ ଯାଇଥିବା ବେଳେ  ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ିଯାଇଥିଲେ । ଗ୍ରାମବାସୀ ଯୁବକଙ୍କ ମୃତଦେହ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ । ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି ।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ