Advertisment

ରାଜ୍ୟର ୨୫ ଜିଲ୍ଲାରେ ଆରମ୍ଭ ହେଲା ସଂଗଠନ 'ୟୁଥ୍ ଫର୍ ଆକ୍ସନ୍'

ଭୁବନେଶ୍ୱର :  ରାଜ୍ୟର ୨୫ଟି ଜିଲ୍ଲାର ୫ ହଜାର ଯୁବକଯୁବତୀଙ୍କୁ ନେଇ ଆରମ୍ଭ ହୋଇଛି ଅଣରାଜନୈତିକ ସଂଗଠନ ‘ୟୁଥ୍ ଫର୍ ଆକ୍ସନ୍’ ।  ଭୁବନେଶ୍ୱରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏହାର ଶୁଭାରମ୍ଭ ହେବା ସହ ଲୋଗୋ ଓ ୱେବ୍‌ସାଇଟ୍ ଉନ୍ମୋଚିତ ହୋଇଛି । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ । ସଂଗଠନର ଆଗାମୀ ୧୦୦ ଦିନିଆ କାର୍ଯ୍ୟପନ୍ଥା ସ୍ଥିର ହୋଇଥିବା ବେଳେ ସେହି ଅନୁସାରେ […]

ରାଜ୍ୟର ୨୫ ଜିଲ୍ଲାରେ ଆରମ୍ଭ ହେଲା ସଂଗଠନ 'ୟୁଥ୍ ଫର୍ ଆକ୍ସନ୍'

jay

Advertisment

ଭୁବନେଶ୍ୱର :  ରାଜ୍ୟର ୨୫ଟି ଜିଲ୍ଲାର ୫ ହଜାର ଯୁବକଯୁବତୀଙ୍କୁ ନେଇ ଆରମ୍ଭ ହୋଇଛି ଅଣରାଜନୈତିକ ସଂଗଠନ ‘ୟୁଥ୍ ଫର୍ ଆକ୍ସନ୍’ ।  ଭୁବନେଶ୍ୱରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଏହାର ଶୁଭାରମ୍ଭ ହେବା ସହ ଲୋଗୋ ଓ ୱେବ୍‌ସାଇଟ୍ ଉନ୍ମୋଚିତ ହୋଇଛି ।

Advertisment

publive-imageଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ । ସଂଗଠନର ଆଗାମୀ ୧୦୦ ଦିନିଆ କାର୍ଯ୍ୟପନ୍ଥା ସ୍ଥିର ହୋଇଥିବା ବେଳେ ସେହି ଅନୁସାରେ କାର୍ଯ୍ୟକ୍ରମ ଜାରି ରହିବ ବୋଲି କୁହାଯାଉଛି ।

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରକୁ କ୍ଷୁଧାମୁକ୍ତ କରିବା ସହ ସ୍ୱଚ୍ଛ ଭାରତ ଅଭିଯାନକୁ ଆଗେଇ ନେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିସହ ସଂଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ହେଲ୍‌ଥ କ୍ୟାମ୍ପ ବି ଆୟୋଜନ ହେବ ।

Advertisment

କାର୍ଯ୍ୟକ୍ରମରେ ଧାବିକା ଦୂତି ଚାନ୍ଦ ଓ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ପ୍ରମୁଖ ସାମିଲ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ