/odishatv-khabar/media/post_attachments/uploadimage/library/16_9/16_9_0/murder_1626687318.jpg)
murder
ଢେଙ୍କାନାଳ : ଢେଙ୍କାନାଳ ନିହଲପ୍ରସାଦ ନିତ୍ୟାନନ୍ଦପୁରରେ ଘଟିଛି ଏକ ଅଭାବନୀୟ ଘଟଣା । ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ । ମୃତକ ଜଣକ ହେଲେ ପୂର୍ଣ୍ଣଚନ୍ଦ୍ର ବେହେରା । ସେ ଏକ କ୍ରସରରେ କାମ କରୁଥିଲେ । ଘର ସାମନାରେ ତାଙ୍କର ମୃତଦେହ ପଡ଼ିବାର ଦେଖିବାକୁ ମିଳିଥିଲା । ପୂର୍ଣ୍ଣଚନ୍ଦ୍ରଙ୍କ ଆଖି କେହି ତାଡି ନେଇଥିବା ଅଭିଯୋଗ ହୋଇଛି।
Advertisment
ସନ୍ଦେହ କରାଯାଉଛି, କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିବା ପରେ ଫିଙ୍ଗି ଦେଇ ଚାଲି ଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ଦେଖା ଦେଇଥିଲା । ଲୋକେ କିଛି ସମୟ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)