boy_
Advertisment
ସମ୍ବଲପୁର : ନକଲି ବନ୍ଧୁକ ଦେଖାଇ ଧରାପଡିଲା ଯୁବକ। ସମ୍ବଲପୁର ସହରରେ ଘଟିଛି ଭଳି ଏକ ଘଟଣା। ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଫାଟକ ଆଗରେ ଜଣେ ଛାତ୍ରୀଙ୍କୁ ନକଲି ବନ୍ଧୁକ ଦେଖାଇଥିଲା ଜଣେ ଯୁବକ । ପ୍ରେମ ନିବେଦନ ପାଇଁ ଛାତ୍ରୀଙ୍କୁ ସଂପୃକ୍ତ ଯୁବକ ଡରାଇଥିବା ସୂଚନା ମିଳିଛି।
Advertisment
ବେଶ କିଛି ସମୟ ଧରି ବିଶ୍ୱବିଦ୍ୟାଳୟ ଫାଟ ଆଗରେ ଏ ନାଟକବାଜି ଚାଲିଥିଲା। ନକଲି ବନ୍ଧୁକକୁ ଜବତ କରିବା ସହ ସମ୍ପୃକ୍ତ ଯୁବକଙ୍କୁ ଧରି ଟାଉନଥାନାରେ ଅଟକ ରଖିଛି ପୁଲିସ। କେଉଁ କାରଣ ପାଇଁ ଛାତ୍ରୀ ଜଣଙ୍କୁ ଯୁବକ ଜଣକ ଡରାଉଥିଲେ ତାହା ଜଣାପଡି ନାହି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/boy__1626687313.jpg)