Advertisment

Zero Night Preparations: ଜିରୋ ନାଇଟ୍ ପାଇଁ ଆଡଭାଇଜରୀ; ମଦ୍ୟପଙ୍କ ଉପରେ କଡା ନଜର, ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ

ଜିରୋ ନାଇଟ୍ ପାଇଁ ଆଡଭାଇଜରୀ। ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଆଡଭାଇଜରୀ। କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା। ସୁରକ୍ଷାରେ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ ରହିବେ।

author-image
Chinmayee Sahoo
Zero Night Celebration

Zero Night Celebration Photograph: (OTV)

ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତି। କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା । ସୁରକ୍ଷା ଦାୟିତ୍ବରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା । 

Advertisment

ସୁରକ୍ଷିତ ଭାବେ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ ଦିଆଯିବ। ବିଶେଷ କରି ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରଖିବ କମିଶନରେଟ୍ ପୋଲିସ । ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍ , ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ ରହିଛି । ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍ ପୋଲିସ । ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ।

•    ଜିରୋ ନାଇଟ୍ ପାଇଁ ଆଡଭାଇଜରୀ 
•    ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଆଡଭାଇଜରୀ 
•    କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା 
•    ସୁରକ୍ଷାରେ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ ରହିବେ

Advertisment
Zero Night Celebration
Advertisment
Related Articles
Advertisment