Zero Night Celebration Photograph: (OTV)
ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତି। କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା । ସୁରକ୍ଷା ଦାୟିତ୍ବରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା ।
ସୁରକ୍ଷିତ ଭାବେ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ ଦିଆଯିବ। ବିଶେଷ କରି ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରଖିବ କମିଶନରେଟ୍ ପୋଲିସ । ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍ , ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ ରହିଛି । ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍ ପୋଲିସ । ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ।
• ଜିରୋ ନାଇଟ୍ ପାଇଁ ଆଡଭାଇଜରୀ
• ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଆଡଭାଇଜରୀ
• କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା
• ସୁରକ୍ଷାରେ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ ରହିବେ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/27/zero-night-celebration-2025-12-27-12-43-52.jpg)