ବର୍ଷା ପାଇଁ ଝିଅ ଘରକୁ ଯିବା ସମ୍ଭବପର ନଥିଲା ...ଏଥିପାଇଁ ବିକଳ୍ପ ନିଷ୍ପତ୍ତି ବାହାର କଲେ ପରିବାର ଲୋକ..
ଗିରଫ ୩ କର୍ମଚାରୀଙ୍କ ସମେତ ୭ ଜଣଙ୍କୁ ସସ୍ପେଣ୍ଡ କରାଯାଇଛି ।
ସେ ଦେବକୀ ନୁହଁନ୍ତି..କିନ୍ତୁ ଯଶୋଦାଙ୍କ ପରି ବଡ଼ ତାଙ୍କ ହୃଦୟ । କାନ୍ଦୁଥିବା କୁନି ପୁଅକୁ ଦେଖି ରହି ପାରିଲେନି । ପରୀକ୍ଷା ଦେବାକୁ ଆସିଥିବା ମା’କୁ ସାହାଯ୍ୟ କରିବା ପାଇଁ ପିଲାକୁ କୋଳେଇ ନେଲେ।
ଆଦର୍ଶ ସ୍କୁଲର ଭୟଙ୍କର ବ୍ୟବସ୍ଥା । ବର୍ଷେ ହେଲାଣି ଘର ତିଆରି ହେଉଛି ଯେ ସରିବାର ନା ଧରୁନି । ୧୨ ଦୁଆର ଶୁଣ୍ଢିପିଣ୍ଡା ପରି ଏ ସ୍କୁଲରେ ପଢୁଛନ୍ତି ସେ ସ୍କୁଲରେ ପରୀକ୍ଷା ଦେଉଛନ୍ତି ପିଲା । ଯାହାକୁ ନେଇ ତେଜୁଛି ଅସନ୍ତୋଷ।
ଅଷାଢ ଯାଇ ଶ୍ରାବଣ ହେଲାଣି...ବର୍ଷାର ଦେଖା ନାହିଁ । ପ୍ରତିବର୍ଷ ଏ ସମୟରେ ରୁଆ ସରେ...ହେଲେ ଏଥର ବର୍ଷା ନଥିବାରୁ ହିଡ ମୁଣ୍ଡରେ କାନ୍ଦୁଛି ଚାଷୀ।
ଇଚ୍ଛା ଥିଲା ବୋଲି..ଷଡେଇ ଖୋଳକୁ ଏକାଠି କରି ତିଆରି କରିଦେଲେ ଡାକୋଟା । କହୁଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ..ଉପହାର ଦେବେ
ଆଜି ଶ୍ରାବଣରୁ ପ୍ରଥମ ସୋମବାର । ଶୈବ ପୀଠରେ ଲାଗିଲାଣି ଭକ୍ତଙ୍କ ଭିଡ଼..କାଉଡିଆଙ୍କ ଲାଗି ଖୋଦ୍ କଲେକ୍ଟର ତିଆରି କଲେ ରୁଟି । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ବାହା ହେଲେ ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥିଙ୍କ ପାଳିତ ପୁଅ ସତ୍ୟମ ରାଉଳ । ତାଙ୍କର ପାରାଦୀପରେ ବିବାହ ହୋଇଛି ।
ଛୁଆ ପିଲା ନାହାନ୍ତି.. ଏ ଦୁନିଆରେ ନିଜର କହିଲେ ଦୁହେଁ ଦୁହିଁଙ୍କ ପାଇଁ..ଏଠି ପ୍ରେମ ତ ବହୁତ ଅଛି.. ହେଲେ ଅସହାୟତା ଆଉ ଅଭାବର ଶେଷ ସୀମାରେ କଟୁଛି ଜୀବନ.. ବୟସର ଅପରାହ୍ନରେ ବି କଣ ଏମାନଙ୍କୁ ମିଳିପାରିବନି ଆବାସ ଘର ? ଏମାନେ କଣ ଅଯୋଗ୍ୟ !
ସିଂହମାନଙ୍କୁ କାବୁ କରିବା ପରେ ପର୍ଯ୍ୟଟକ ଉଦ୍ଧାର । ସିଂହ ସଫାରୀରେ ପର୍ଯ୍ୟଟକଙ୍କ ବସ୍ କାହିଁକି ଫସିଲା ?
ଆଖି ନୁହେଁ..ଅନ୍ତର କାନ୍ଦୁଛି.. ଏଇଠି ମାଆ ନୁହେଁ ମମତାକୁ ଧୋକା ମିଳିଛି.. ଯେଉଁ ପୁଅକୁ ଦଶ ମାସ ଗର୍ଭରେ ଧରି ଦୁନିଆକୁ ଆଣିଥିଲା.. ସେଇ ପୁଅ ଦଶ ବର୍ଷ ହେଲା ଯମ ଯନ୍ତ୍ରଣା ଦେଉଛି..
୫ଟି ଶ୍ରେଣୀର ପିଲାଙ୍କୁ ପାଠ ପଢାଉଛନ୍ତି ମାତ୍ର ଜଣେ ଶିକ୍ଷକ । ଯଦି କୌଣସି ସରକାରୀ କାମରେ ସେ ଗଲେ ତେବେ ସେଦିନ ସ୍କୁଲ ଛୁଟି, ପାଠପଢା ବନ୍ଦ । ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପୁରୀ ପିପିଲି ବ୍ଳକ ନାରଣକ୍ଷେତା ଗାଁରେ । ଯାହାକୁ ନେଇ ସ୍ଥାନୀୟ ଅଂଚଳରେ ଏବେ ବଢିଲାଣି ଚର୍ଚ୍ଚା ।
ଶହଶହ ବର୍ଷର ପୁରୁଣା ପୋଖରୀ । ଦଳରେ ଏମିତି ଭର୍ତ୍ତି ହେଲାଣି ପୋଖରୀ କେଉଁଟା, ପଡିଆ କେଉଁଟା ଚିହ୍ନିବା କଷ୍ଟ । ଗାଧୋଇବା ଲାଗି ଏବେ ୨ କିମି ଧାଉଁଛନ୍ତି ଗାଁ ଲୋକେ
ତାତିଲେ କୋରାପୁଟ ଜିଲ୍ଲା ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକର ଲେମନଗ୍ରାସ ଚାଷୀ.. ତେଲର ଅଭାବୀ ବିକ୍ରିକୁ ନେଇ ହତାଶ ହୋଇ ଶେଷରେ ୧ ଶହରୁ ଊର୍ଦ୍ଧ୍ୱ ପ୍ରୋସେସିଙ୍ଗ୍ ପ୍ଲାଣ୍ଟ ବନ୍ଦ କରିଦେଲେ..ଦେଖନ୍ତୁ ରିପୋର୍ଟ
ଭିଡ଼ ଭିତରେ ସେ ଭିନ୍ନ.. ଅଜବ ତା ଖାଦ୍ୟାଭ୍ୟାସ.. ମାଆ, ମାଉସୀ, ସାହି ପଡ଼ିଶା, ଗୁରୁଜୀ ଗୁରୁମା ସମସ୍ତେ ଶତ ଚେଷ୍ଟା କରି ହାରିଗଲେ.. ହେଲେ ମୁଢି ହିଁ ତାର ପ୍ରିୟ ଆଉ ମୁଖ୍ୟ ଖାଦ୍ୟ..ଜନ୍ମରୁ ଆଜି ଯାଏ ଜାଣିନି କେମିତି ଭାତର ସ୍ୱାଦ..
ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ସତ୍ୟଜିତ ନାୟକଙ୍କୁ ଏଚ୍ଆର୍ପିସି ଡିଆଇଜି ଭାବେ ନିଯୁକ୍ତି କରାଯାଇଛି ।
ଆନ୍ତର୍ଜାତୀୟ ଗଣମାଧ୍ୟମ ଫକ୍ସ ନ୍ୟୁଜରେ ପ୍ରକାଶିତ ରିପୋର୍ଟ ଅନୁସାରେ, ରୁଡ଼ିଙ୍କ ମା’ ଜାନି ସାଣ୍ଟାନା ପ୍ରାୟ ଏକ ଦଶନ୍ଧି ଧରି ରୁଡି ଫାରିଆସ୍ଙ୍କୁ ଗୃହବନ୍ଦୀ କରି ରଖିଥିଲେ। ସେ ତାଙ୍କୁ ନିଜର ଯୌନ କ୍ରୀତଦାସ ଭାବେ ବ୍ୟବହାର କରୁଥିଲେ ।
କ୍ରୋଧ ଆମ ମସ୍ତିଷ୍କର ଆମିକଡାଲା ଅଂଶରେ ଉତ୍ପନ୍ନ ହୋଇଥାଏ । ଆମିକଡାଲା ମସ୍ତିଷ୍କର ମଧ୍ୟଭାଗରେ ଥିବା ଅଙ୍ଗପ୍ରତ୍ୟଙ୍ଗର ଏକ ଅଂଶ । ମଣିଷର ଯେକୌଣସି ଭାବନାକୁ ଆମିକଡାଲା ନିୟନ୍ତ୍ରଣ କରିଥାଏ ।
ଏବେ ଖାଉଟି ମୁଣ୍ଡରେ ହାତ ଦେଇ ବସିଛି । କାରଣ ଟମାଟୋ ହେଉଛି ଆମ ଦୈନ୍ଦିନ ଖାଦ୍ୟର ଏକ ଅଭିନ୍ନ ଅଙ୍ଗ ।
ତିନୋଟି ଘରୁ ଅଳଙ୍କାର ଚୋରି ଅଭିଯୋଗରେ କେରଳ ପୋଲିସ ତିରୁବନନ୍ତପୁରମ୍ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୨୩ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ।
ଆପଣମାନେ ୧୯୯୯ ର ବ୍ଲକବଷ୍ଟର ଫିଲ୍ମ ‘ହମ ଦିଲ୍ ଦେ ଚୁକେ ସନମ’ ଦେଖିଥିବେ । ବିହାରରେ ଠିକ ସମାନ ଘଟଣା ଘଟିଛି, ଯାହା ଫିଲ୍ମର ସିନ୍ ରିକ୍ରିଏସନ୍ ଭଳି ଲାଗିବ ।
ଶାରୀରିକ ସଂପର୍କକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ବନ୍ଧୁତ୍ୱରୁ ଆରମ୍ଭ ହୋଇଥିବା ଶାରୀରିକ ସଂପର୍କ ଦୁଷ୍କର୍ମ ବିବେଚିତ ହେବନି । ସେଭଳି କ୍ଷେତ୍ରରେ ଦୁଷ୍କର୍ମ ଅଭିଯୋଗ ଆସିଲେ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି କୋର୍ଟ ।
ଭଦ୍ରକ ଭଣ୍ଡାରପୋଖରୀର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ଏ ମୁଢି ଖିଆ ଅଭ୍ୟାସକୁ ନେଇ କାହିଁରେ କଣ ଚର୍ଚ୍ଚା।
ବିଶ୍ୱର ୧ ନମ୍ବର ହକି ଷ୍ଟାଡିୟମ ନିର୍ମାଣର ମାସ ୬ଟା ଭିତରେ ନଷ୍ଟ ହେବାକୁ ବସିଲାଣି ଏକାଧିକ ସୌନ୍ଦର୍ଯ୍ୟକରଣ କାମ ।
ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ କାଶିଆଡିହି ଗ୍ରାମର ୫୦ ବର୍ଷୀୟ ପ୍ରଶାନ୍ତ କୁମାର ବେହେରା । ଗାଁର ଅଧିକାଂଶ ଲୋକ ତାଙ୍କୁ ଷ୍ଟଣ୍ଟ୍ ମ୍ୟାନ ଭାବେ ଜାଣନ୍ତି । ନିଜ ସାଇକେଲରେ ବାଇକର ବିଭିନ୍ନ ଯନ୍ତ୍ରାଂଶ ଲଗାଇ ବାଇକର ରୂପ ଦେଇଛନ୍ତି । ପ୍ରଶାନ୍ତଙ୍କ ଏହି ଦୁଃସାହସିକ ଷ୍ଟଣ୍ଟ ଦେଖିବାକୁ ଦର୍ଶକଙ୍କ ଭିଡ଼ ବି ଲାଗୁଛି ।