ଗଛ ମୂଳରେ ପୂଜା ପାଉଛନ୍ତି ମହାଦେବ । ପାଖରେ ରହିଛି ଏକ ପଥର ନିର୍ମିତ ବୃଷଭ । ସନ୍ଧ୍ୟା ସମୟରେ ପୂଜା କରୁଥିବା ଜଣେ ମହିଳା ପଥର ବୃଷଭ ନିକଟରେ ଆଞ୍ଜୁଳିରେ ପାଣି ଦେଇଥିଲେ । ଆଉ କିଛି ସମୟ ମଧ୍ୟରେ ପାଣି ସରି ଯାଇଥିଲା
ଭିକ ମାଗି ଆଜି କୋଟି କୋଟି ଟଙ୍କାର ସମ୍ପତ୍ତି । ମୁମ୍ବାଇର ଜଣେ ଏମିତି ଭିକାରୀ ଅଛନ୍ତି ଯାହାଙ୍କର ମୋଟ ସମ୍ପତ୍ତି ୭.୫ କୋଟି ।
ସ୍ୱାମୀ ବଞ୍ଚିଥିବା ବେଳେ ଯାହା ଯେମିତି ପରିବାର ଚଳୁଥିଲା । କରୋନା ହେଲା କାଳ...ସ୍ୱାମୀ ଚାଲିଯିବା ପରେ ୩ ପିଲାଙ୍କ ପେଟରେ ଦାନା ଦେବାକୁ ଛେଳି ଚରାଉଛି ମାଆ। ବାରମ୍ବାର ଗୁହାରି କରିବା ପରେ ବି ମିଳୁନି ସରକାରୀ ସହାୟତା
ସକାଳୁ ସନ୍ଧ୍ୟା ଯାଏଁ ଭିଡ଼ ଏମିତି ଯେ, ବୃଦ୍ଧ, ମହିଳା କିମ୍ବା ରୋଗୀଟିଏ ଯଦି ଔଷଧ ପାଇଁ ଅପେକ୍ଷା କଲା, ତେବେ କଥା ସରିଲା । ଏ ସ୍ଥିତି ଦିନ ଅଧର ନୁହେଁ, ସବୁ ଦିନିଆ ।
ଦେଶ ତୁଳନାରେ ଓଡ଼ିଶା ଖାଉଟିଙ୍କୁ ୟୁନିଟ୍ ପିଛା ଦେବାକୁ ପଡୁଛି ଅଧିକ ୭୯ ପଇସା ।
ବଳି ପ୍ରଥାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଉଛି ।
ଚେନ୍ନାଇରେ ଏହାର ଦାମ ପୂର୍ବରୁ ୧୯୩୭ ଟଙ୍କା ଥିବା ବେଳେ ଏବେ ତାହା ୧୯୪୪ ଟଙ୍କା ହୋଇଛି। ତେବେ ଘରୋଇ ଗ୍ୟାସ୍ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି ।
ଦୃଢ ଇଚ୍ଛାଶକ୍ତିରେ ସବୁ ଅସମ୍ଭବ ସମ୍ଭବ । କମାଲ କରିଦେଲେ ଆଠଗଡ଼ର ଦିବ୍ୟାଙ୍ଗ ଝିଅ କଳ୍ପନା । ଆଠଗଡ଼ରୁ ଯାଇ ଜର୍ମାନର ବର୍ଲିନରେ ହେଲେ ପଦକ ବିଜେତା ।
କଫିକୁ ହିନ୍ଦୀରେ କ’ଣ କୁହାଯାଏ ଆପଣ ଜାଣନ୍ତି କି ? ଅର୍ଥାତ୍ କଫିର ହିନ୍ଦୀ ନାମ କ’ଣ ? ହଁ ଆଜ୍ଞା ଜାଣିନାହାନ୍ତି ନା, ଖାଲି ଆପଣ ନୁହଁନ୍ତି ଅନେକ ଲୋକ ଏ ବିଷୟରେ ଜାଣିନଥିବେ । ତେବେ ଆସନ୍ତୁ ଜାଣିବା ଏହା ବିଷୟରେ...
ଏକ ଆନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପଲ୍ ଲିଟିଲ୍ ନାମକ ଜଣେ ବ୍ୟକ୍ତି ଜାନୁଆରୀରେ ଲଟେରୀ ଟିକଟ କିଣିଥିଲେ । କିନ୍ତୁ ପର ମୁହୁର୍ତ୍ତରେ ସେ ମଦ ଦୋକାନରେ ଲଟେରୀ ଟିକଟ ଛାଡ଼ି ଚାଲି ଆସିଥିଲେ ।
ବଜାରରେ କାର୍ଟୁନ୍ ପ୍ୟାକେଜିଂର ଚାହିଦା ଯେଉଁଭଳି ଭାବେ ଦ୍ରୁତ ଗତିରେ ବଢ଼ି ଚାଲିଛି, ତାକୁ ଦେଖି କହିହେବ ଯେ ଏହି ବ୍ୟବସାୟରେ କ୍ଷତି ହେବାର ସମ୍ଭାବନା ଖୁବ୍ କମ୍ ।
ସରକାରଙ୍କ କଟକଣା ପରେ ବି ବନ୍ଦ ହୋଇନି ପ୍ଲାଷ୍ଟିକ୍ ବ୍ୟାଗ୍ । ପ୍ଲାଷ୍ଟିକ୍ ବ୍ୟାଗ ଛାଡ଼ିବା, ସୁସ୍ଥ ପରିବେଶ ଗଢ଼ିବା ।
ରଥଯାତ୍ରା ପରେ ରତ୍ନବେଦୀରେ ଠାକୁରଙ୍କୁ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ଲାଗିଲାଣି।
ମାନଭଞ୍ଜନ ପରେ ନୀଳକନ୍ଦରକୁ ବିଜେ କରିଛନ୍ତି ନିଳାଦ୍ରୀବିହାରୀ । ପ୍ରାଚୀନ ଦାଣ୍ଡି ରାମାୟଣରେ ବର୍ଣ୍ଣିତ ରସଗୋଲାର ଗାଥା ।
କେବଳ ଭୁବନେଶ୍ୱରରେ ୮୦ରୁ ଅଧିକ ଆକ୍ରାନ୍ତ । ହଟସ୍ପଟ ପାଲଟିଛି ରାଜଧାନୀର ସାଲିଆସାହି ।
ପରିବା ବଜାରରେ ସଙ୍ଗୀନ ପରିସ୍ଥିତି । ଚିନ୍ତା ବଢ଼ାଉଛି ହୁ ହୁ ବଢ଼ିଚାଲିଥିବା ପରିବା ଦର ।
ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫ୍ଙ୍କ ତ୍ରୁଟି । ରେଲୱେ ସେଫ୍ଟି କମିଶନଙ୍କ ରିପୋର୍ଟକୁ ନେଇ ଚର୍ଚ୍ଚା ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୦୭ ଗତେ ୧୪ଶୀ ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।
ଅଭିଯୋଗର ଆଧାର ନଥିବା କହି ମାମଲା ଖାରଜ କଲେ ହାଇକୋର୍ଟ । ଏଭଳି ମାମଲା ପ୍ରେସ ସ୍ୱାଧୀନତା ଉପରେ ନକାରତ୍ମକ ପ୍ରଭାବ ପକାଇବ କହିଲେ କୋର୍ଟ ।
ପ୍ରବଳ ବର୍ଷା ଯୋଗୁଁ ସବୁ ଗେଟ୍ ଖୋଲିଦେଲା ଛତିଶଗଡ଼ । କଲମା ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ।
ବର୍ଷକର ମେଣ୍ଢାର ଦାମ ୧ କୋଟି ଟଙ୍କା । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଏମିତିକି ମେଣ୍ଢାକୁ ନେବା ପାଇଁ ଲୋକଙ୍କ ଭିତରେ ପ୍ରତିଯୋଗିତା ମଧ୍ୟ ଲାଗିଛି । ଜାଣନ୍ତୁ କେଉଁଠି..
ଭୟଙ୍କର ତ୍ରୁଟି । ଦଶମ ପିଲାଙ୍କ ବହିରେ ମାଳମାଳ ଭୁଲ୍ ତଥ୍ୟ... ସେହି ଭୁଲକୁ ପଢି ପିଲାଏ ଶିଖିବେ କ’ଣ ?
ଆଲୋ ଆଲୋ ଇଏ କଣ? କେନ୍ଦ୍ରମନ୍ତ୍ରୀ ହିସାବ ମାଗୁମାଗୁ କଲେକ୍ଟର ଓ ପିଡି ମାଡାମ ଖାତାରୁ କଣ ଖୋଜୁଛନ୍ତି କି? ନାରଣ ତୁ ମାରିଦେବୁରେ...କାଗଜ କଥା କହୁ କହୁ
ଭବିଷ୍ୟତରେ ବାହାନଗା ପରି ଯେପରି ରେଳ ଦୁର୍ଘଟଣା ନଘଟିବ, ଏନେଇ ଅଲ୍ ଇଣ୍ଡିଆ ରେଲୱେ ଇଞ୍ଜିନିୟର୍ସ ଫେଡେରେସନ୍ ପକ୍ଷରୁ କିଛି ପରାମର୍ଶ ଦିଆଯାଇଛି ।