ସରକାରଙ୍କ କଟକଣା ପରେ ବି ବନ୍ଦ ହୋଇନି ପ୍ଲାଷ୍ଟିକ୍ ବ୍ୟାଗ୍ । ପ୍ଲାଷ୍ଟିକ୍ ବ୍ୟାଗ ଛାଡ଼ିବା, ସୁସ୍ଥ ପରିବେଶ ଗଢ଼ିବା ।
ରଥଯାତ୍ରା ପରେ ରତ୍ନବେଦୀରେ ଠାକୁରଙ୍କୁ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ଲାଗିଲାଣି।
ମାନଭଞ୍ଜନ ପରେ ନୀଳକନ୍ଦରକୁ ବିଜେ କରିଛନ୍ତି ନିଳାଦ୍ରୀବିହାରୀ । ପ୍ରାଚୀନ ଦାଣ୍ଡି ରାମାୟଣରେ ବର୍ଣ୍ଣିତ ରସଗୋଲାର ଗାଥା ।
କେବଳ ଭୁବନେଶ୍ୱରରେ ୮୦ରୁ ଅଧିକ ଆକ୍ରାନ୍ତ । ହଟସ୍ପଟ ପାଲଟିଛି ରାଜଧାନୀର ସାଲିଆସାହି ।
ପରିବା ବଜାରରେ ସଙ୍ଗୀନ ପରିସ୍ଥିତି । ଚିନ୍ତା ବଢ଼ାଉଛି ହୁ ହୁ ବଢ଼ିଚାଲିଥିବା ପରିବା ଦର ।
ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫ୍ଙ୍କ ତ୍ରୁଟି । ରେଲୱେ ସେଫ୍ଟି କମିଶନଙ୍କ ରିପୋର୍ଟକୁ ନେଇ ଚର୍ଚ୍ଚା ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୦୭ ଗତେ ୧୪ଶୀ ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।
ଅଭିଯୋଗର ଆଧାର ନଥିବା କହି ମାମଲା ଖାରଜ କଲେ ହାଇକୋର୍ଟ । ଏଭଳି ମାମଲା ପ୍ରେସ ସ୍ୱାଧୀନତା ଉପରେ ନକାରତ୍ମକ ପ୍ରଭାବ ପକାଇବ କହିଲେ କୋର୍ଟ ।
ପ୍ରବଳ ବର୍ଷା ଯୋଗୁଁ ସବୁ ଗେଟ୍ ଖୋଲିଦେଲା ଛତିଶଗଡ଼ । କଲମା ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ।
ବର୍ଷକର ମେଣ୍ଢାର ଦାମ ୧ କୋଟି ଟଙ୍କା । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଏମିତିକି ମେଣ୍ଢାକୁ ନେବା ପାଇଁ ଲୋକଙ୍କ ଭିତରେ ପ୍ରତିଯୋଗିତା ମଧ୍ୟ ଲାଗିଛି । ଜାଣନ୍ତୁ କେଉଁଠି..
ଭୟଙ୍କର ତ୍ରୁଟି । ଦଶମ ପିଲାଙ୍କ ବହିରେ ମାଳମାଳ ଭୁଲ୍ ତଥ୍ୟ... ସେହି ଭୁଲକୁ ପଢି ପିଲାଏ ଶିଖିବେ କ’ଣ ?
ଆଲୋ ଆଲୋ ଇଏ କଣ? କେନ୍ଦ୍ରମନ୍ତ୍ରୀ ହିସାବ ମାଗୁମାଗୁ କଲେକ୍ଟର ଓ ପିଡି ମାଡାମ ଖାତାରୁ କଣ ଖୋଜୁଛନ୍ତି କି? ନାରଣ ତୁ ମାରିଦେବୁରେ...କାଗଜ କଥା କହୁ କହୁ
ଭବିଷ୍ୟତରେ ବାହାନଗା ପରି ଯେପରି ରେଳ ଦୁର୍ଘଟଣା ନଘଟିବ, ଏନେଇ ଅଲ୍ ଇଣ୍ଡିଆ ରେଲୱେ ଇଞ୍ଜିନିୟର୍ସ ଫେଡେରେସନ୍ ପକ୍ଷରୁ କିଛି ପରାମର୍ଶ ଦିଆଯାଇଛି ।
କାଳିଆର ଡୋରି ନ ଲାଗିଲେ, ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପାଦ ବି ପଡ଼େ ନାହିଁ । ଜଗାର ଡାକରା ଆସିଲେ, ରୋଗଶଯ୍ୟାରୁ ବି ଭକ୍ତ ଉଠି ଆସେ ।
ଯାତ୍ରୀମାନେ କହିଛନ୍ତି ଯେ ଯେତେବେଳେ ଇଲେକ୍ଟ୍ରୋନିକ୍ ଡିସ୍ପ୍ଲେ ବୋର୍ଡରେ ସକାଳ ୬.୩୨ ରେ ଟ୍ରେନ ପହଞ୍ଚିବାର ସମୟ ଦେଖାଯାଇଥିଲା, ସେତେବେଳେ ବି ପ୍ଲାଟଫର୍ମ ନେଇ କୌଣସି ସୂଚନା ଦିଆଯାଇନଥିଲା ।
ଚିର ଶତ୍ରୁ ହେଲେ କଣ ହେଲା ? ଏମାନଙ୍କ ଭିତରେ ବି ସୃଷ୍ଟି ହୋଇପାରେ ବନ୍ଧୁତା
ସଫଳ ହେଲା ପ୍ରେମ । ସ୍ୱଧାର ଗୃହରୁ ସହଧର୍ମିଣି ବାଛିଲେ ସ୍ୱାମୀ । ଜିଲ୍ଲା ପ୍ରଶାସନ ବିବାହ କରାଇ ସ୍ୱଧାର କେନ୍ଦ୍ରରୁ କନ୍ୟାକୁ ପଠାଇଛି ଶାଶୁ ଘର । ଆପଣ ବି କହିବେ ଏମିତି ବି ହୁଏ !
କୋରାପୁଟ ଜିଲ୍ଲାର ଦେଓମାଳି ଅଞ୍ଚଳରେ ଥିବା ବିଭିନ୍ନ ପାହାଡ଼, ପର୍ବତ ଗାଁ ଗଣ୍ଡାରେ ବର୍ତ୍ତମାନ ଲାଗିବ ଲକ୍ଷାଧିକ ଔଷଧୀୟ ବୃକ୍ଷ । ତା ସାଙ୍ଗକୁ ବର୍ଷା ସୃଷ୍ଟିକାରୀ ବୃକ୍ଷ । ଦେଓମାଳିର ଔଷଧୀୟ ସମ୍ପଦକୁ ପରଖୁଥିବା ଆଦିବାସୀ ଗବେଷକ ହରି ପାଙ୍ଗିଙ୍କ ନେତୃତ୍ୱରେ ଏହି ଅଂଚଳର ପାରମ୍ପରିକ ବୈଦ୍ୟ ଯୁବପିଢି ଓ ପିଲାଙ୍କ ମାଧ୍ୟମରେ ଏହି କାର୍ଯ୍ୟ ସମ୍ପାଦିତ ହେବ...
ଏମିତି କେମିତି ହେଲା? ସକାଳେ ଫକ୍ଫକ୍ କିନା ଡେଉଁଥିଲେ, ସଂଧ୍ୟାରେ ମରିପଡିଲେ । ଆଖି ସାମ୍ନାରେ ଚାଷ ଉଜୁଡିଯିବାରୁ ପୋଖରୀ ହୁଡାରେ ବସି ଭୋ ଭୋ କାନ୍ଦିଲେ ଚାଷୀ ।
ଛାତ୍ରଛାତ୍ରୀଙ୍କୁ ଭାତ ବଦଳରେ ମୁଢି ଓ ଡାଲି ଖାଇବାକୁ ଦିଆଯିବାକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।
ଏଥର ବର୍ଲିନ ଠାରେ ଅନୁଷ୍ଠିତ ସ୍ପେଶାଲ ଅଲିମ୍ପିକ ବିଶ୍ୱକ୍ରୀଡାରେ ଭାରତ ପାଇଁ ସର୍ଟପୁଟରେ ସିିଲଭର ମେଡାଲ ଆଣିଛନ୍ତି ବୈଷ୍ଣବ ରାଜପଲିଆ ।
ଭୟଙ୍କର ସ୍ଥିତି । ସରକାରୀ ଜାଗାରେ ଘର କରି ରହୁଥିଲେ ଗରିବ ଖଟିଖିଆ ଲୋକେ...ଘର ଛାଡି ଯିବାକୁ କହୁଥିଲେ ଗାଁ ଲୋକେ । ସେମାନେ ନଯିବାରୁ ଦିନଦ୍ୱିପ୍ରହରେ ଘରେ ଲଗାଇ ଦେଲେ ନିଆଁ । ଏମିତି ସଙ୍ଗୀନ ଅଭିଯୋଗ ଆଣିଛନ୍ତି କ୍ଷତିଗ୍ରସ୍ତ
ପାନୀୟଜଳ ପ୍ରକଳ୍ପ ପାଇଁ ଭୁବନେଶ୍ବର ଶିଖରଚଣ୍ଡି ପାହାଡରୁ ମାତ୍ରାଧିକ ଗଛକଟାକୁ ନେଇ ଆନ୍ଦୋଳନ ତେଜିଥିବାବେଳେ ଆଜି ଗ୍ରାଉଣ୍ଡ ଜିରୋରେ ସରଜମିନ ତଦନ୍ତ କରିଛନ୍ତି ଏନଜିଟି ଟିମ୍।
ଦୀର୍ଘ ଦିନ ହେବ ପୁରୁଣା ଶ୍ରେଣୀ ଗୃହରେ ଚାଲିଛି ଶିକ୍ଷା ଦାନ । ପ୍ରଶାସନକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର ହୋଇ ପାରିନାହିଁ ।