ଆଶ୍ଚର୍ଯ୍ୟ ! କିଏ ୫ ବର୍ଷ ହେଲାଣି ତ ଆଉ କିଏ ମରି ୬ ମାସ ହେଲାଣି । କିନ୍ତୁ ସେମାନଙ୍କ ନାଁରେ ଚାଉଳ ଦେଉଛନ୍ତି ସରକାର । ହେଲେ ପାଉନାହାନ୍ତି ପରିବାର । ତେବେ ସେହି ଚାଉଳ ନେଉଛି କିଏ ?
ଉତ୍ପାଦନ କମ ଥିବାରୁ ଦର ଅଚାନକ ବଢିଥିବା କହିଛନ୍ତି ରାଜ୍ୟ ବ୍ୟବସାୟୀ ସଂଘ ସମ୍ପାଦକ ସୁଧାକର ପଣ୍ଡା ।
ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଥିବା ନଗର ଉନ୍ନୟନ ସଚିବ ସୂଚନା ଦେଇଛନ୍ତି ।
ଶତ୍ରୁ ପକ୍ଷ ତାଙ୍କୁ ବନ୍ଧୁକରେ ଆକ୍ରମଣ କରିଥିଲେ । ଗୁଳି ଯାଇ ସିଧା ତାଙ୍କ ମଥାରେ ବାଜିଥିଲା । ସେ ଅନୁଭବ କଲେ ଯେ ତାଙ୍କର ଗୋଟିଏ ଆଖି ତା’ଯାଗାରୁ ଖସି ଯାଇଛି ।
ଏଠାରେ ଥିବା ମୂଳ ପ୍ରତିମାର, ଅଳଙ୍କାର ଚୋରି ହୋଇଯାଇଛି କିମ୍ବା ହଜିଯାଇଛି । ତଥାପି ଆଜି ବି ଲକ୍ଷ ଲକ୍ଷ ଲୋକେ ଏହାକୁ ଦେଖିବାକୁ ଆସିଥାନ୍ତି ।
ଆଜି ଆମେ ଆପଣଙ୍କୁ ସେମିତି କିଛି ଭିନ୍ନ ଜୀବନଶୈଳୀ ଓ ଭିନ୍ନ ଲୋକଙ୍କ କଥା କହିବୁ । ଯାହା ଆପଣଙ୍କୁ ନିଶ୍ଚୟ ଆଶ୍ଚର୍ଯ୍ୟ କରିବ ।
ଜନ ପ୍ରତିନିଧି ବନାମ ପ୍ରଶାସନିକ ଅଧିକାରୀ । ବିଡିଓ ଓ ସରପଞ୍ଚଙ୍କ ମଧ୍ୟରେ ଉଗ୍ର ହେଉଛି ବିବାଦ । ସରପଞ୍ଚଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ବିଡିଓ । ପ୍ରତିବାଦରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ପଞ୍ଚାୟତ ପ୍ରତିନିଧି ।
ଖାଲି ସେତିକି ନୁହେଁ, କେଉଁଠି ଏକାଧିକ ହାଇ ପାୱାର ଫ୍ରିଜର ରଖାଯାଇ ଏକ ପ୍ରକାର ଶୀତଳ ଭଣ୍ଡାର ପାଲଟିଛି ତ ଆଉ କେଉଁ କ୍ୱାର୍ଟର ବାଉଁଶ କାରିଗରଙ୍କ କବ୍ଜାରେ । ଏହା ଥିଲା ୟୁନିଟ ଟୁ ଅଞ୍ଚଳର ସ୍ଥିତି।
ବ୍ଲକ୍ ମୁଖ୍ୟାଳୟରୁ ପ୍ରତି ପଞ୍ଚାୟତକୁ ଚାଲିବ ‘ମୋ ବସ୍’ ।
କିଛି ଦିନ ହେଲା ପୁରୀ ଜିଲ୍ଲା କଣାସରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି।
ଧୂପକାଠି ଦେଉଛି ରୋଜଗାର, ସ୍ୱାବଲମ୍ବୀ ଗାଁର ମହିଳା...ଧୂପକାଠି ତିଆରି କରି ସଫଳତାର ସିଡ଼ି ଚଢୁଛନ୍ତି ମହିଳା..
କ୍ଲଥଷ୍ଟୋରରେ ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର କପଡ଼ା ।
ନିର୍ଦ୍ଦେଶ ଅନୁପାଳନ ପାଇଁ ଜିଲ୍ଲାପାଳମାନଙ୍କୁ ସଂସ୍କୃତି ବିଭାଗର ଚିଠି ।
ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସେବାୟତଙ୍କ ମଧ୍ୟରେ ଭିନ୍ନ ମତ ପ୍ରକାଶ ପାଇଛି।
ଆଜିଠାରୁ ଏହା ପୁଣି ସେବା ପ୍ରଦାନ କରିବା ଲାଗି ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଛି ।
ପ୍ରଜ୍ୱଳ ଦୁନିଆକୁ ଆସିବା ପୂର୍ବରୁ ତାଙ୍କ ବାପା ଦୁନିଆ ଛାଡ଼ି ଚାଲିଯାଇଥିଲେ । ସେତେବେଳକୁ ପ୍ରଜ୍ୱଳଙ୍କ ବଡ଼ ଭାଇ ଅଢ଼େଇ ବର୍ଷର ଥିଲେ ।
ବିନୟତୋଷ ମିଶ୍ରଙ୍କ ଠାରୁ କଲେ ଦାୟିତ୍ବ ଗ୍ରହଣ । ଜରୁରୀକାଳିନ ବିଭାଗର ଉନ୍ନତି ପାଇଁ କାର୍ଯ୍ୟ କରିବେ କହିଲେ ।
ପ୍ରତିଦିନ ସନ୍ଧ୍ୟାରେ ପ୍ରାୟ ୨ ଘଣ୍ଟା ଶୁକ୍ରକୁ ପଶ୍ଚିମ ଆକାଶରେ ଦେଖିହେବ । ଆକାଶ ନିର୍ମଳ ଥିଲେ ସନ୍ଧ୍ୟା ୬ଟା ୩୦ରୁ ୯ଟା ୧୫ ଯାଏଁ ଦେଖିହେବ ।
ଏକା ସାଙ୍ଗରେ ମାଟ୍ରିକ୍ ଦେଇଥିଲେ ମାଆ-ପୁଅ । ରେଜଲ୍ଚ ବାହାରିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ...କାରଣ ମାଆଠାରୁ ଅଧିକ ନମ୍ବର ରଖିଥିଲା ପୁଅ
ବିଲ କାମ କରିବାକୁ ଯାଇଥିଲେ, ଘଡଘଡିରେ ଜୀବନ ଚାଲିଗଲା । ପ୍ରଶାସନ ପାଖକୁ ଦୌଡି ଦୌଡି ୭ ବର୍ଷ ହେଲା କିନ୍ତୁ ସହାୟତା ମିଳିଲାନି । ସରକାରୀ ଯୋଜନା ତାହାଲେ କାହାପାଇଁ ?
ମଧୁବାବୁ ପେନସନ୍ ଯୋଜନା(MBPY)ରେ ମିଳୁଥିବା ଭତ୍ତା ଆଉ ଆକାଉଣ୍ଟକୁ ଯିବ ନାହିଁ।
ସହରରେ କୌଣସି ପାର୍କିଂ ବ୍ୟବସ୍ଥା ହୋଇନଥିବାରୁ ରାସ୍ତା ଉପରେ ଗ୍ରାହକ ଗାଡି ପାର୍କିଂ କରୁଥିବା ଦେଖାଯାଉଥିବା ବେଳେ ବିଭିନ୍ନ ଘରୋଇ ଚାରିଚକିଆ ଯାନ ଅସ୍ଥାୟି ଷ୍ଟାଣ୍ଡ କରୁଥିବ କାରଣରୁ ନାନା ସମୟରେ ଟ୍ରାଫିକ ସମସ୍ୟା ଜନ ସାଧାରଣଙ୍କୁ ହନ୍ତସନ୍ତ କରୁଛି ।
RBI ନିଷ୍ପତ୍ତି ନେଇ ଦ୍ୱନ୍ଦ୍ୱ ଦୂର ପାଇଁ ବିଶେଷଜ୍ଞଙ୍କ ମତ । ଯାହା ପାଖରେ ଅଛି ଏହି ନୋଟ୍, କଣ କରିବେ ସେମାନେ ?
ବରଗଡ଼ରୁ ନୂଆପଡ଼ାକୁ ନିର୍ମାଣ ହେବ ନୂଆ ରେଳ ଲାଇନ୍ । ଅନୁଗୁଳ-ତାଳଚେର ନୂଆ ୱାଇ କନେକ୍ସନ ଲାଇନ ନିର୍ମାଣ ହେବ ।
ଜିଲ୍ଲାରେ ଥିବା ପ୍ରାଉଡ୍ ନାମକ ଅନୁଷ୍ଠାନରେ ସୁନୀତା ରହିଥିବା ବେଳେ ଜଗନ୍ନାଥ ନିକେତନରେ ରହୁଛନ୍ତି ଗଣେଶ । କେବଳ ଏହି ଦୁଇଜଣ ନୁହନ୍ତି,ଜିଲ୍ଲାର ୫ଟି ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ସେମାନଙ୍କ ପରି ଆଉ ୧୮ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପାସ୍ କରିବା ନିଶ୍ଚିତ ଭାବରେ ଏକ ଚର୍ଚ୍ଚ।ର ବିଷୟ।